www.samajalive.in
Friday, December 5, 2025
23.1 C
Bhubaneswar

ଖୁବଶୀଘ୍ର ଲାଗୁ ହେବ ୱାନ୍‌ ନେସନ ୱାନ୍‌ ପୁଲିସ ୟୁନିଫର୍ମ ପଲିସି

ସମାଜ ଡିଜିଟାଲ ଡେସ୍କ: ସାରା ଦେଶରେ ଖୁବଶୀଘ୍ର ଲାଗୁ ହେବ ୱାନ୍‌ ନେସନ ୱାନ୍‌ ପୁଲିସ ୟୁନିଫର୍ମ ପଲିସି । ଏଣିକି ପୁଲିସ ମାନଙ୍କର ଗୋଟିଏ ପ୍ରକାରର ୟୁନିଫର୍ମ ରହିବ । ଦେଶର ଭିନ୍ନ ଭିନ୍ନ ରାଜ୍ୟରେ ପୁଲିସ କର୍ମଚାରୀଙ୍କ ଭିନ୍ନ ଭିନ୍ନ ପୋଷାକ ରହିଥିବାରୁ ଏହାକୁ ବଦଳାଇ ଗୋଟିଏ ପ୍ରକାର ପୋଷାକ ପରିଧାନ ପାଇଁ ବ୍ୟବସ୍ଥା କରାଯିବ । ଏନେଇ ଓଡ଼ିଶା ସମେତ ୧୬ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳକୁ ତଥ୍ୟ ମାଗିଛି କେନ୍ଦ୍ର ଗୃହ ମନ୍ତ୍ରାଳୟ ।

ଆନ୍ଧ୍ର, ଅରୁଣାଚଳ, ଆସାମ, ଗୋଆ, ହିମାଚଳ, ଝାଡଖଣ୍ଡ, କେରଳ, ମଣିପୁର, ମେଘାଳୟ, ନାଗାଲାଣ୍ଡ, ଓଡ଼ିଶା, ସିକ୍କିମ, ତେଲେଙ୍ଗାନା, ତ୍ରିପୁରା, ଉତ୍ତରାଖଣ୍ଡ ଓ ପଶ୍ଚିମବଙ୍ଗକୁ ଏନେଇ ମନ୍ତ୍ରାଳୟ ପକ୍ଷରୁ ଚିଠି ଲେଖାଯାଇଛି । ନଭେମ୍ବର ୪ତାରିଖ ମଧ୍ୟରେ ସମସ୍ତ ତଥ୍ୟ ଦାଖଲ ପାଇଁ ନିର୍ଦେଶ ଦିଆଯାଇଛି । କେନ୍ଦ୍ରର ଚିଠି ପରେ ରାଜ୍ୟ ପୁଲିସ ମୁଖ୍ୟାଳୟକୁ ତଥ୍ୟ ପାଇଁ ଡିଜିପି କଣ୍ଟ୍ରୋଲ ରୁମର ନିର୍ଦେଶ ରହିଛି ।

- Advertisement -

 

Hot this week

ଫେବୃଆରୀ ୧୯ରୁ ମାଟ୍ରିକ୍‌ ପରୀକ୍ଷା; ଗଣତି ପରୀକ୍ଷା ଦିନ ଅଧିକ ୧୫ମିନିଟ୍‌

ସମାଜ ଡିଜିଟାଲ ଡେସ୍କ: ଫେବୃଆରୀ ୧୯ରୁ ରାଜ୍ୟରେ ଆରମ୍ଭ ହେବ ମାଟ୍ରିକ୍‌...

ରାଷ୍ଟ୍ରପତି ଭବନରେ ପୁଟିନଙ୍କୁ ଭବ୍ୟ ସ୍ଵାଗତ

ସମାଜ ଲାଇଭ ଡ଼େସ୍କ : ରାଷ୍ଟ୍ରପତି ଭବନରେ ପହଞ୍ଚିଲେ ରୁଷ ରାଷ୍ଟ୍ରପତି...

ବିଧାୟକଙ୍କୁ ହତ୍ୟା ଧମକ

କଣ୍ଟାବାଞ୍ଜି: ବଲାଙ୍ଗିର ଜିଲା କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗଙ୍କୁ ଏଠାର ରେଳ...

ପୁଲିସ ଏସ୍‌ଆଇ ପରୀକ୍ଷା ଜାଲିଆତି: ମାଷ୍ଟରମାଇଣ୍ଡ ବିରଞ୍ଚି ନାୟକ ଗିରଫ

ସମାଜ ଡିଜିଟାଲ ଡେସ୍କ: ବହୁ ଚର୍ଚ୍ଚିତ ପୁଲିସ ଏସଆଇ ପରୀକ୍ଷା ଜାଲିଆତି...

ତେରଟି ଜିଲାରୁ ରାଷ୍ଟ୍ରୀୟ ଆୟର ଅଧେ

ଭାରତ ଏଡେ ବିରାଟ ଆକାରର ଦେଶ; ମାତ୍ର ତାହାର ମୋଟ ୭୦୫...

Related Articles

Popular Categories