www.samajalive.in
Monday, December 15, 2025
26.1 C
Bhubaneswar

ଜଣେ ଯାତ୍ରୀ ଜୀବିତ ଉଦ୍ଧାର

ସମାଜ ଡିଜିଟାଲ ଡେସ୍କ: ଅହମ୍ମଦାବାଦ ବିମାନ ଦୁର୍ଘଟଣାରେ ଏକ ଅଲୌକିକ ଘଟଣା ସାମ୍ନାକୁ ଆସିଛି। ଦୁର୍ଘଟଣାସ୍ଥଳରେ ଉଦ୍ଧାର କାର୍ଯ୍ୟ ଜାରି ରହିଥିବାବେଳେ ୨୪୨ ଯାତ୍ରୀ ଏବଂ କ୍ରିଉ ସଦସ୍ୟଙ୍କ ମଧ୍ୟରୁ ୨୦୦ରୁ ଅଧିକ ଯାତ୍ରୀଙ୍କ ମୃତ୍ୟୁ ଘଟିଥିବା ଆଶଙ୍କା କରାଯାଉଛି। ହେଲେ ସୌଭାଗ୍ୟବଶତଃ ଜଣେ ଯାତ୍ରୀଙ୍କୁ ଜୀବିତ ଉଦ୍ଧାର କରାଯାଇଛି। ସେହି ଯାତ୍ରୀଙ୍କ ନାମ ବିଶ୍ଵାସ କୁମାର ଏବଂ ତାଙ୍କ ବୟସ ୩୮ ବର୍ଷ। ସେ ବିମାନରେ ୧୧-ଏ ଆସନରେ ବସି ଯାତ୍ରା କରୁଥିଲେ। ତାଙ୍କ ଅବସ୍ଥା ସଙ୍କଟାପନ୍ନ ଥିବାରୁ ହସ୍ପିଟାଲରେ ତାଙ୍କର ଚିକିତ୍ସା ଚାଲିଥିବା ଅହମ୍ମଦାବାଦ ପୁଲିସ କମିଶନର ଗଣମାଧ୍ୟମକୁ ସୂଚନା ଦେଇଛନ୍ତି।

Hot this week

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା...

Related Articles

Popular Categories