www.samajalive.in
Monday, December 15, 2025
26.1 C
Bhubaneswar

ଗଛରେ ଫାଶୀ ଲଗାଇ ଛାତ୍ରଙ୍କ ଆତ୍ମହତ୍ୟା

ସମାଜ ଡିଜିଟାଲ ଡେସ୍କ: ଗଛରେ ଫାଶୀ ଲଗାଇ ଝୁଲିପଡ଼ିଲେ ଛାତ୍ର। କୋରାପୁଟ ଜିଲା ଜୟପୁର ଅନ୍ତର୍ଗତ ପାରାବେଡ଼ା ଅଞ୍ଚଳରେ ଏଭଳି ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ମୃତ ଛାତ୍ର ଜଣକ ହେଲେ ରତନ ଶର୍ମା ଏବଂ ତାଙ୍କ ବୟସ ୧୬ ବର୍ଷ।

ରତନ ଶନିବାର ବିଳମ୍ବିତ ରାତିରେ ଏଭଳି ପଦକ୍ଷେପ ନେଇଥିବା ଅନୁମାନ କରାଯାଉଛି। କ’ଣ ପାଇଁ ସେ ଆତ୍ମହତ୍ୟା କଲେ ତାହା ଜଣାପଡ଼ି ନାହିଁ। ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇବା ସହିତ ତଦନ୍ତ ଆରମ୍ଭ କରିଛି।

Hot this week

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା...

କୁହୁଡ଼ି ପାଇଁ ମୋଦୀଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଘନ କୁହୁଡ଼ି ଜାତୀୟ ଦିଲ୍ଲୀକୁ ଘେରି...

Related Articles

Popular Categories