www.samajalive.in
Sunday, December 7, 2025
23.1 C
Bhubaneswar

ଯବାନଙ୍କ ଗୁଳିରେ ଆତଙ୍କୀ ନିହତ

ସମାଜ ଡିଜିଟାଲ ଡେସ୍କ: ଅପରେସନ ‘ସିନ୍ଦୂର’କୁ ଭାରତ ସ୍ଥଗିତ ରଖିଥିବାବେଳେ ଜାମ୍ମୁ-କାଶ୍ମୀରରେ ଆତଙ୍କବାଦୀମାନେ ପୁନର୍ବାର ସକ୍ରିୟ ହୋଇଥିବା ଜଣାପଡ଼ିଛି। ମଙ୍ଗଳବାର କାଳେ ଶ୍ରୀନଗର ସହରର ହରଓ୍ବାନ ଅଞ୍ଚଳରେ ଯବାନଙ୍କ ସହିତ ଆତଙ୍କବାଦୀଙ୍କ ଗୁଳିବିନିମୟ ଘଟିଛି। ଏଥିରେ ଜଣେ ଆତଙ୍କୀ ନିହତ ହୋଇଥିବା ଜଣାପଡ଼ିଛି।

ହରଓ୍ବାନ ଅଞ୍ଚଳରେ କିଛି ଆତଙ୍କୀ ଲୁଚି ରହିଥିବା ନେଇ ସେନାକୁ ସୂଚନା ମିଳିଥିଲା। ଏହା ପରେ ଉକ୍ତ ଅଞ୍ଚଳକୁ ସେନା ପକ୍ଷରୁ ସୋମବାର ରାତିରେ ଘେରାବନ୍ଦୀ କରାଯାଇ ସର୍ଚ୍ଚ ଅପରେସନ କରାଯାଇଥିଲା। ଏହି ସମୟରେ ଆତଙ୍କବାଦୀମାନେ ଯବାନଙ୍କ ଉପରକୁ ଗୁଳି ଚଳାଇଥିଲେ। ଯବାନମାନେ ଏହାର ଜବାବ ଦେଇଥିଲେ।

Hot this week

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

Related Articles

Popular Categories