www.samajalive.in
Monday, December 15, 2025
14.1 C
Bhubaneswar

ସମୁଦ୍ରରେ ବୁଡ଼ିଯିବା ବେଳେ ପର୍ଯ୍ୟଟକ ଉଦ୍ଧାର

ସମାଜ ଡିଜିଟାଲ ଡେସ୍କ: ପୁରୀ ସମୁଦ୍ରରେ ସ୍ନାନ କରିବା ସମୟରେ ବୁଡ଼ିଯାଉଥିବା ଜଣେ ପର୍ଯ୍ୟଟକଙ୍କୁ ଲାଇଫଗାର୍ଡ ଉଦ୍ଧାର କରିଛନ୍ତି। ଉକ୍ତ ପର୍ଯ୍ୟଟକଙ୍କ ପରିଚୟ ଜଣାପଡ଼ି ନାହିଁ। ପର୍ଯ୍ୟଟକ ଜଣକ ସେକ୍ଟର ୧ ଦିଗବାରଣେୀ ସମ୍ମୁଖ ସମୁଦ୍ରରେ ବୁଧବାର ଗାଧୋଉଥିଲେ। କିଛି ସମୟ ପରେ ଜୁଆରରେ ସେ ଗଭୀର ସମୁଦ୍ରକୁ ଭାସିଯାଇଥିଲେ। ମାତ୍ର ଆଉ ଫେରିପାରି ନ ଥିଲେ। ସେ ବୁଡ଼ିଯାଉଥିବା ଦେଖି ନିକଟରେ ଲାଇଫଗାର୍ଡ ତୁରନ୍ତ ସମୁଦ୍ର ଭିତ​‌ରେ ପଶି ତାଙ୍କୁ ଉଦ୍ଧାର କରିଥିଲେ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories