www.samajalive.in
Sunday, December 7, 2025
23.1 C
Bhubaneswar

ଜାଣନ୍ତୁ, କ’ଣ ରହିଛି ପିଆଜ ଚୋପାର ଚତ୍ମକାରୀ ଗୁଣ

ପିଆଜ ଖାଇବା ଦ୍ୱାରା ଆମ ଶରୀରକୁ ଖୁବ ଲାଭ ମିଳିଥାଏ ବୋଲି ସଭିଏଁ ଜାଣନ୍ତି। ଏହାର ସେବନ କରିବା ଦ୍ୱାରା କେଶ ଘନ ଓ ତ୍ୱଚା ସୁନ୍ଦର ହୋଇଥାଏ। ମାତ୍ର ଏହା ହୁଏତ ସଭିଏଁ ଜାଣି ନଥିବେ ପିଆଜର ଚୋପାର ମଧ୍ୟ ଖୁବ ଚତ୍ମକାରୀ ଗୁଣ ରହିଛି। ଏହା ବହୁ ରୋଗକୁ ଦୂର କରିଥାଏ। ଜାଣନ୍ତୁ ଏହା ବିଷୟରେ ….
ଗଳା ଯନ୍ତ୍ରଣାରୁ ମୁକ୍ତି ଦେଇଥାଏ ….
ବହୁ ସମୟରେ ଥଣ୍ଡା ଜନିତ ସମସ୍ୟା କାରଣରୁ ଗଳାରେ ଯନ୍ତ୍ରଣା ଅନୁଭବ ହୋଇଥାଏ। ସେହି ସମୟରେ ପିଆଜର ଚୋପାକୁ ପାଣିରେ ଫୁଟାଇ ଏହାକୁ ସାମାନ୍ୟ ଥଣ୍ଡା କରନ୍ତୁ। ଏହାପରେ ସେହି ପାଣିକୁ କୁଳୁକୁଳୁ କରନ୍ତୁ। ଏପରି ଦିନକୁ ୨ଥର କରିବା ଦ୍ୱାରା ଗଳା ଯନ୍ତ୍ରଣା ଦୂର ହୋଇଥାଏ।
ତ୍ୱଚାର ଦାଗ ଦୂର କରେ …
ବହୁ ପୁରୁଷ ଓ ମହିଳାଙ୍କ ମୁହଁରେ ବିଭିନ୍ନ ଦାଗ ଥାଏ। ନିୟମିତ ପିଆଜର ଚୋପାକୁ ବ୍ୟବହାର କରି ପେଷ୍ଟ ପ୍ରସ୍ତୁତ କରନ୍ତୁ। ସେଥିରେ ମହୁ ଓ ହଳଦୀ ମିଶାଇ ମୁହଁରେ ଲଗାନ୍ତୁ। ଏହାକୁ ମୁହଁରେ ଲଗାଇ ୧୫ ମିନିଟ ରଖି ଧୋଇ ଦିଅନ୍ତୁ। ଏହା ଦ୍ୱାରା ମୁହଁର ସମସ୍ତ ଦାଗ ଦୂର ହୋଇଥାଏ।
ପିଆଜର ଚୋପାକୁ ପାଣିରେ ପକାଇ ୮ ଘଣ୍ଟା ରଖି ଦିଅନ୍ତୁ। ଏହାପରେ ଏହାକୁ ସେବନ କରନ୍ତୁ। ଏପରି ପିଆଜ ଚୋପାର ସେବନ କରିବା ଦ୍ୱାରା କଲେଷ୍ଟେରୋଲ ମାତ୍ରା ନିୟନ୍ତ୍ରଣ ହୋଇ ରହିଥାଏ।

Hot this week

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

୩ୟ ଦିନରେ ଶିକ୍ଷକଙ୍କ ଆନ୍ଦୋଳନ ଜାରି

ଭୁବନେଶ୍ୱର : ଆଜି ତୃତୀୟ ଦିନରେ ବି ଭୁବନେଶ୍ଵର ​‌ଲୋୟର ପିଏମ୍‌ଜିରେ...

ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା : ଯବାନଙ୍କ ସମେତ ଦୁଇ ଅଟକ

ଭୁବନେଶ୍ଵର : ପୁଲିସ ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା । ଏସ୍ଏ‌ସ୍‌ବି...

Related Articles

Popular Categories