www.samajalive.in
Sunday, December 7, 2025
16.1 C
Bhubaneswar

ଆଗତ ହେଲା ଅନ୍‌ଲାଇନ୍‌ ଗେମିଂ ବିଲ୍‌ ୨୦୨୫

ନୂଆଦିଲ୍ଲୀ : ଲୋକସଭାରେ ବୁଧବାର ଉପସ୍ଥାପିତ ହେଲା ଅନ୍‌ଲାଇନ୍‌ ଗେମିଂ ବିଲ୍‌ ୨୦୨୫ । ବିଲ୍‌କୁ ଉପସ୍ଥାପନ କରିଛନ୍ତି ସୂଚନା ଓ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ । ବେଟିଂ ସହ ଜଡିତ ଅନଲାଇନ୍‌ ଟଙ୍କା ଖେଳକୁ ନିଷିଦ୍ଧ କରିବାକୁ ଏହାର ଲକ୍ଷ୍ୟ ରଖାଯାଇଛି। ବିଲ୍‌ ପାସ୍‌ ବେଳେ ବିରୋଧୀମାନେ ହଙ୍ଗାମା କରିଛନ୍ତି ।

ଆଉ ଅଳ୍ପ ଦିନ..୧୦୦ ବର୍ଷ ପରେ ପିତୃପକ୍ଷରେ ସୂର୍ଯ୍ୟପରାଗ ପୁଣି ଚନ୍ଦ୍ର ଗ୍ରହଣ; ଏହି ୩ ରାଶିଙ୍କୁ ମିଳିବ ବଡ ଖୁସି, ସଫଳତା, ହେବେ କୋଟିପତି..

- Advertisement -

Hot this week

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

ସରକାର ସ୍ଥିର କଲେ ବିମାନ ଭଡ଼ା, ଇଣ୍ଡିଗୋ CEOଙ୍କୁ କାରଣ ଦର୍ଶାଅ ନୋଟିସ୍

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

Related Articles

Popular Categories