www.samajalive.in
Monday, December 8, 2025
13.1 C
Bhubaneswar

ଆଜି ସଂଧ୍ୟାରେ ବସିବ କଂଗ୍ରେସ ବିଧାୟକ ଦଳ ବୈଠକ

ଡେସ୍କ: କଂଗ୍ରେସ ବିଧାୟକ ଦଳର ବୈଠକ ଆଜି ସଂଧ୍ୟାରେ ଅନୁଷ୍ଠିତ ହେବ। ପ୍ରଦେଶ କଂଗ୍ରେସ କମିଟିର ସଭାପତି ଶରତ ପଟ୍ଟନାୟକ ଏହି ବୈଠକରେ ଅଧ୍ୟକ୍ଷତା କରିବେ। ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ବୈଠକରେ ଆଗାମୀ ଦିନର ରଣନୀତି ସମ୍ପର୍କରେ ଆଲୋଚନା ହେବ। ବୈଠକରେ ବିଧାୟକ ଦଳ ନେତା ନିର୍ବାଚନ ମଧ୍ୟ ହେବ ବୋଲି ଜଣାପଡିଛି।

ସୁରମା ପାଢ଼ୀ ହେବେ ପରବର୍ତ୍ତୀ ବାଚସ୍ପତି, ନିର୍ଦ୍ୱନ୍ଦରେ ନିର୍ବାଚିତ ହେବା ସ୍ପଷ୍ଟ

Hot this week

କପ୍‌ ୩୦- ଆଶା ଓ ନିରାଶା

ସମ୍ପ୍ରତି ବିଶ୍ୱ ଜଳବାୟୁ ପରିବର୍ତ୍ତନର କ୍ରମବର୍ଦ୍ଧିଷ୍ଣୁ ବିନାଶକାରୀ ପ୍ରଭାବର ସମ୍ମୁଖୀନ ହେଉଥିବା...

ଚିନ୍ତାକଳ୍ପ : ମରଣଜୟୀ

ସାତ ସମୁଦ୍ର ତେର ନଈ ସେପାରିରୁ ଭାରତକୁ ଆସିଥିଲେ ବ୍ୟବସାୟ ଉଦ୍ଦେଶ୍ୟରେ।...

ସମ୍ପାଦକୀୟ : ଭାରତ-ରୁଷିଆ ସମ୍ପର୍କ

କେବଳ ରାଜନୀତିକ ବନ୍ଧୁତ୍ବରେ ସୀମିତ ନ ରହୁ ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ...

ଦେଶର ୧୦୦ ଦୁର୍ଘଟଣା ପ୍ରବଣ ଜିଲା ତାଲିକା: ୮୪ ରେ ସୁନ୍ଦରଗଡ଼, ୯୦ ରେ ଗଞ୍ଜାମ

ରାଉରକେଲା: ଜାତୀୟ ରାଜପଥ ମନ୍ତ୍ରଣାଳୟ ସଦ୍ୟ ପ୍ରକାଶିତ ରିପୋର୍ଟ ଅନୁସାରେ ଦେଶର...

ସମ୍ପାଦକୀୟ : ସବୁଜ ଶକ୍ତି

କାମରେ ପ୍ରତିଫଳିତ ହେବା ଉଚିତ ପୁରୀରେ ଆୟୋଜିତ ‘ଗ୍ଲୋବାଲ ଏନର୍ଜି ଲିଡର୍ସ ସମିଟ-୨୦୨୫’ରେ...

Related Articles

Popular Categories