www.samajalive.in
Saturday, December 6, 2025
17.1 C
Bhubaneswar

୧୪ କଂଗ୍ରେସ ନେତାଙ୍କ ଉପରୁ ଉଠିଲା ନିଲମ୍ବନ ଆଦେଶ

ଭୁବନେଶ୍ୱର: ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି (ପିସିସି) ପକ୍ଷରୁ ଦଳର ୧୪ ନେତାଙ୍କ ଉପରୁ ନିଲମ୍ବନ ଆଦେଶ ପ୍ରତ୍ୟାହାର କରାଯାଇଛି। ଏ ସମ୍ପର୍କରେ ପିସିସି ପକ୍ଷରୁ ପ୍ରେସ୍‌ ବିଜ୍ଞପ୍ତି ମାଧ୍ୟମରେ ସୂଚନା ଦିଆଯାଇଛି।

ଯେଉଁ ନେତାଙ୍କ ଉପରୁ ନିଲମ୍ବନ ଆଦେଶ ଉଠିଛି ସେମାନେ ହେଲେ ଗଜପତି ଜିଲା ପାରଳାଖେମୁଣ୍ଡି ନିର୍ବାଚନ ମଣ୍ଡଳୀର କଂଗ୍ରେସ ନେତା ଡ. ତିରୁପତି ପାଣିଗ୍ରାହୀ, ଏସ୍. ଗଜପତି ରାଓ, ବି.  ବାଲରାଜୁ, ଟି. ନାଗେଶ୍ୱର ରାଓ, ଡି.ଭି. ରାଜୁ, ଏମ. କ୍ରିଷ୍ଣା ରାଓ, ଏସ. ବାଲରାଜୁ, ଏସ୍ ଜୟମୋହନ ରାଓ, କ୍ରିଷ୍ଣା କୁମାର ବେହେରା ଓ କାଶୀନଗର ବ୍ଲକର ଜି. ତିରୁପତି ରାଓ, ଅଖୀଳ କୁମାର ପାତ୍ର, କେ.ସି. ଏଚ. ଦୋରା, ଏନ୍. ଜୀବରତ୍ନ, କେ. ରାମାରାଓ।

- Advertisement -

ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ଏହି ନେତାମାନଙ୍କ ଉପରେ ଲାଗୁ ହୋଇଥିବା ନିଲମ୍ବନ ଆଦେଶକୁ ପ୍ରତ୍ୟାହାର କରି ନେଇଛନ୍ତି ବୋଲି ପ୍ରଦେଶ କଂଗ୍ରେସ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି।

Hot this week

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

Related Articles

Popular Categories