www.samajalive.in
Saturday, December 13, 2025
26.1 C
Bhubaneswar

ଅକ୍ସିଜେନ ପାଇପ୍‌ରେ ଲିକ୍ ଯୋଗୁଁ କଟକ ବଡ଼ମେଡିକାଲରେ ଓପନ ହାର୍ଟ ସର୍ଜରୀ ବନ୍ଦ

କଟକ : ଅକ୍ସିଜେନ ପାଇପ୍‌ରେ ଲିକ୍ ଯୋଗୁଁ କଟକ ବଡ଼ମେଡିକାଲର କାର୍ଡିଓଥୋରାସିସ ବିଭାଗରେ ଓପନ ହାର୍ଟ ସର୍ଜରୀ ବନ୍ଦ କରାଯାଇଛି। ସ୍ଥିତି ସ୍ୱାଭାବିକ ହେବା ଯାଏ ଏସସିବିରେ ଓପନ୍ ହାର୍ଟ ସର୍ଜରୀ ବନ୍ଦ ରହିବ ବୋଲି ସୂଚନା ମିଳିଛି । ଅକ୍ସିଜେନ ପାଇପ୍‌ରେ ଲିକ୍ ଯୋଗୁଁ ଆଇସିୟୁ ଏବଂ ଓଟିରେ ସର୍ଜରୀ ବନ୍ଦ ରହିବା ନେଇ ସୂଚନା ମିଳିଛି । ତେବେ ଅତି ଗୁରୁତର ରୋଗୀଙ୍କୁ ଅନ୍ୟ ବିଭାଗକୁ ସ୍ଥାନାନ୍ତର କରାଯାଇଛି । ପାଇପରେ ଲିକ୍ ଅକ୍ସିଜେନ୍ ପ୍ଲାଣ୍ଟକୁ ବନ୍ଦ ରଖାଯାଇଛି ।

ତେବେ ଅକ୍ସିଜେନ ପାଇପ୍‌ରେ ହୋଇଥିବା ଲିକ୍‌ର ମରାମତି ହେବା ସହ  ସ୍ଥିତି ସ୍ୱାଭାବିକ ହେବା ପର୍ଯ୍ୟନ୍ତ କଟକ ବଡ଼ ମେଡିକାଲରେ ଓପନ୍ ହାର୍ଟ ସର୍ଜରୀ ବନ୍ଦ ରହିବ ବୋଲି ମେଡିକାଲ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories