www.samajalive.in
Saturday, December 13, 2025
26.1 C
Bhubaneswar

ବିପଦ ସାଜିଛି ମୁକୁଳା ଟ୍ରାନ୍ସଫର୍ମର

ସମ୍ବଲପୁର: ସମ୍ବଲପୁର ସହରର ସରଳାକାନୀଠାରେ ମୁକୁଳା ଟ୍ରାନ୍ସଫର୍ମର ସ୍ଥାନୀୟ ଲୋକଙ୍କ ଚିନ୍ତା ବଢ଼ାଇ ଦେଇଛି। ଟ୍ରାନ୍ସଫର୍ମର ଚାରିକଡ଼ ଆବଦ୍ଧ କରାଯିବା ନିୟମ ରହିଥିଲେ ହେଁ ଏଠାରେ ବିଦ୍ୟୁତ ବିଭାଗ ପକ୍ଷରୁ କୌଣସି ବ୍ୟବସ୍ଥା କରାଯାଇନାହିଁ। ଫଳରେ କେଉଁ ମୁହୂର୍ତ୍ତରେ କିଛି ଅଘଟଣ ଘଟିବ ତାହା କହିବା ଅସମ୍ଭବ। ଛୋଟ ଛୋଟ ପିଲା ଏବଂ ଗୃହପାଳିତ ପଶୁଙ୍କ ପାଇଁ ଏହି ପାଚେରୀ ବିହୀନ ଟ୍ରାନ୍ସଫର୍ମର ବଡ଼ ବିପଦ ସୃଷ୍ଟି କରୁଥିବା ଅଞ୍ଚଳବାସୀ କହିଛନ୍ତି। ଯଥାଶୀଘ୍ର ଏହାର ଚାରିପାଖେ ପାଚେରୀ ନିର୍ମାଣ କରି ଲୋକଙ୍କ ଜୀବନ ସୁରକ୍ଷିତ ରଖିବାକୁ ଅଞ୍ଚଳବାସୀ ଦାବି କରିଛନ୍ତି।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories