www.samajalive.in
Friday, December 5, 2025
27.1 C
Bhubaneswar

ପାକ୍‌ରେ ଏୟାରଷ୍ଟ୍ରାଇକର ଲାଇଭ୍‌ ଭିଡ଼ିଓ…

ସମାଜ ଡିଜିଟାଲ ଡେସ୍କ: ପାକିସ୍ତାନରେ ପଶି ଆତଙ୍କୀଙ୍କ ଆଡ୍ଡାକୁ ଧ୍ୱଂସ କରିଛି ଭାରତୀୟ ସେନା । ମୋଟ ୯ଟି ସ୍ଥାନରେ ମିସାଇଲ ମାଡ ହୋଇଥିବା ସୂଚନା ମିଳିଛି । ଆକ୍ରମଣ ବେଳର ଲାଇଭ ଭିଡ଼ିଓ ଓ ଫଟୋ ଧୀରେ ଧୀରେ ସାମ୍ନାକୁ ଆସିଛି । ଅପରେସନ ସିନ୍ଦୂର ଜରିଆରେ ପହଲଗାଓଁ ଆକ୍ରମଣର ପ୍ରତିଶୋଧ ନେଇଛି ଭାରତ । ପାକିସ୍ତାନ ପଟୁ ଅନେକ ଭିଡ଼ିଓ ସୋସିଆଲ ମିଡ଼ିଆରେ ଏବେ ଭାଇରାଲ ହୋଇଛି ।

Hot this week

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

ଏଏନଏମ୍‌ ପ୍ରଶ୍ନ ପତ୍ର ଲିକ୍‌ ପରେ ପରୀକ୍ଷା ବାତିଲ

ମାଲକାନଗିରି: ମାଲକାନଗିରି ଜିଲାରେ ଏଏନଏମ୍‌ ପରୀକ୍ଷା ପ୍ରଶ୍ନ ପତ୍ର ଲିକ୍ ହେବା...

ଡ଼ଲାର ତୁଳନାରେ ଟଙ୍କାକୁ ମିଳିଲା ସାମାନ୍ୟ ଆଶ୍ଵସ୍ତି

ସମାଜ ଲାଇଭ ଡ଼େସ୍କ : ଡ଼ଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ...

ଜବତ ଗଞ୍ଜେଇ ହେରଫେର: ଥାନା ଅଧିକାରୀ ନିଲମ୍ବିତ

ସମାଜ ଡିଜିଟାଲ ଡେସ୍କ: ଜବତ ଗଞ୍ଜେଇ ହେରଫେର କରିଥିବା ଅଭିଯୋଗରେ କାର୍ଯ୍ୟରୁ...

ବିଶ୍ୱବିଦ୍ୟାଳୟରେ ଖାଲି ପଡିଛି ଏତିକି ପଦବୀ

ଭୁବନେଶ୍ୱର: ରାଜ୍ୟରେ ବିଶ୍ୱବିଦ୍ୟାଳୟ ଗୁଡିକରେ ଖାଲି ପଡିଛି ପ୍ରଧ୍ୟାପକ ପଦବୀ ।...

Related Articles

Popular Categories