ସମାଜ ଡିଜିଟାଲ ଡେସ୍କ: ଅପରେସନ ସିନ୍ଦୂର ନେଇ ଗୃହମନ୍ତ୍ରୀ ଅମିତ ଶାହ ଟୁଇଟ୍ ଯୋଗେ ପ୍ରତିକ୍ରିୟା ରଖିଛନ୍ତି । ପହଲଗାଓଁରେ ନିର୍ଦ୍ଦୋଷ ଭାଇମାନଙ୍କୁ ନିର୍ମମ ହତ୍ୟାର ଜବାବ ଦିଆଯାଇଛି ବୋଲି ସେ କହିଛନ୍ତି । ସରକାର ଆକ୍ରମଣର ଉପଯୁକ୍ତ ଜବାବ ଦେବାକୁ ସଂକଳ୍ପବଦ୍ଧ । ଭାରତ ଆତଙ୍କବାଦକୁ ମୂଳପୋଛ କରିବା ପାଇଁ ଦୃଢ ପ୍ରତିବଦ୍ଧ ବୋଲି ଗୃହମନ୍ତ୍ରୀ ଅମିତ ଶାହ କହିଛନ୍ତି । ପାକିସ୍ତାନରେ ପଶି ଆତଙ୍କୀଙ୍କ ଆଡ୍ଡାକୁ ଧ୍ୱଂସ କରିଛି ଭାରତୀୟ ସେନା । ମୋଟ ୯ଟି ସ୍ଥାନରେ ମିସାଇଲ ମାଡ ହୋଇଥିବା ସୂଚନା ମିଳିଛି ।
Proud of our armed forces.#OperationSindoor is Bharat’s response to the brutal killing of our innocent brothers in Pahalgam.
The Modi government is resolved to give a befitting response to any attack on India and its people. Bharat remains firmly committed to eradicating…
— Amit Shah (@AmitShah) May 7, 2025



