www.samajalive.in
Saturday, December 6, 2025
19.1 C
Bhubaneswar

ଭିଭିପାଟ୍‌ ବିରୋଧରେ ୨୧ ବିରୋଧୀ ଦଳଙ୍କ ଆବେଦନ; ସୁପ୍ରିମକୋର୍ଟରେ ଆଜି ଶୁଣାଣି

ନୂଆଦିଲ୍ଲୀ : ନିର୍ବାଚନରେ ଭିଭିପାଟ୍‌ ମେସିନ୍‌ ବ୍ୟବହାର ପ୍ରତିବାଦରେ ୨୧ଟି ବିରୋଧୀ ଦଳ ପୁନର୍ବାର ସୁପ୍ରିମକୋର୍ଟଙ୍କ ଦ୍ବାରସ୍ଥ ହୋଇଛନ୍ତି। ତେଲୁଗୁଦଶମ୍‌ ପାର୍ଟି ମୁଖ୍ୟ ଚନ୍ଦ୍ରବାବୁ ନାଇଡୁଙ୍କ ନେତୃତ୍ବରେ ଆଗତ ଏହି ମାମଲାର ଶୁକ୍ରବାର ଶୁଣାଣି ପାଇଁ କୋର୍ଟ ଧାର୍ଯ୍ୟ କରିଛନ୍ତି। ଫେବୃଆରୀ ମାସରେ ବିରୋଧୀ ଦଳଗୁଡ଼ିକ ଇଭିଏମ୍‌ର ସଚ୍ଚୋଟତା ସହିତ ଏହି ପ୍ରସଙ୍ଗ ଉଠାଇଥିଲେ; କିନ୍ତୁ ନିର୍ବାଚନ ଆୟୋଗ ଏହାକୁ ଖଣ୍ଡନ କରିଥିଲେ। ଏବେ ବିରୋଧୀ ଦଳଗୁଡ଼ିକ ଆଗାମୀ ନିର୍ବାଚନ ଫଳାଫଳ ପ୍ରକାଶ ପୂର୍ବରୁ ମତଦାନର ୫୦ପ୍ରତିଶତ ପେପର ଟ୍ରେଲ୍‌ ଦ୍ବାରା ଯାଞ୍ଚ କରିବା ପାଇଁ ଦାବି କରିଛନ୍ତି।

Hot this week

ପୁଟିନଙ୍କୁ ପରସାଗଲା ନିରାମିଷ ଖାଦ୍ୟ: ମଦ, ମାଂସ କାହିଁକି ଦିଆଗଲାନି ବୋଲି ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଭାରତ...

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

Related Articles

Popular Categories