www.samajalive.in
Monday, December 15, 2025
26.1 C
Bhubaneswar

ଉତ୍ତରାଖଣ୍ଡ ସରକାରଙ୍କ ବଡ଼ ନିଷ୍ପତ୍ତି; ମଦ୍ରାସା ପାଠ୍ୟକ୍ରମରେ ସାମିଲ ହେବ ଅପରେସନ ‘ସିନ୍ଦୂର’

ସମାଜ ଡିଜିଟାଲ ଡେସ୍କ: ଅପରେସନ ‘ସିନ୍ଦୂର’କୁ ନେଇ ଉତ୍ତରାଖଣ୍ଡ ସରକାର ବଡ଼ ନିଷ୍ପତ୍ତି ନେଇଛନ୍ତି। ଏଣିକି ରାଜ୍ୟର ମଦ୍ରାସାଗୁଡ଼ିକର ପାଠ୍ୟକ୍ରମରେ ଅପରେସନ ‘ସିନ୍ଦୂର’କୁ ସାମିଲ କରାଯିବ। ଯେଉଁଥିରେ ଭାରତୀୟ ସେନାର ବୀରତା ଏବଂ ଦେଶ ପ୍ରତି ସମର୍ପଣର ପ୍ରେରଣାଦାୟକ କାହାଣୀ ସାମିଲ ରହିବ। ରାଜ୍ୟର ୪୫୧ ପଞ୍ଜୀକୃତ ମଦ୍ରାସାରେ ବର୍ତ୍ତମାନ ୫୦ ହଜାରରୁ ଅଧିକ ଛାତ୍ର ଅଧ୍ୟୟନ କରୁଛନ୍ତି। ଜାତୀୟତାବାଦ ଏବଂ ସେନାର ଗୌରବକୁ ଶିକ୍ଷା ସହିତ ଯୋଡ଼ିବା ଦିଗରେ ସରକାରଙ୍କର ଏହା ଏକ ମହତ୍ଵପୂର୍ଣ୍ଣ ପ୍ରୟାସ ବୋଲି କୁହାଯାଉଛି।

ଉଲ୍ଲେଖ ଯେ, ପହଲଗାଓଁ ଆକ୍ରମଣ ପରେ ଭାରତ ସରକାର ଆତଙ୍କବାଦ ବିରୋଧରେ ଅପରେସନ ‘ସିନ୍ଦୂର’ ଆରମ୍ଭ କରିଥିଲେ। ଏହି ଅପରେସନ ସମୟରେ ଭାରତୀୟ ସେନା ପାକିସ୍ତାନର ଏକାଧିକ ଆତଙ୍କବାଦୀ ଆଡ୍ଡାକୁ ଧ୍ବଂସ କରିଥିଲା। ଯାହାକୁ ନେଇ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଯୁଦ୍ଧ ପରିସ୍ଥିତି ସୃଷ୍ଟି ହୋଇଥିଲା।

Hot this week

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା...

Related Articles

Popular Categories