www.samajalive.in
Tuesday, December 9, 2025
15.1 C
Bhubaneswar

ପ୍ରକାଶ ପାଇଲା ଏଏସଓ ପରୀକ୍ଷାଫଳ ପ୍ରକାଶ, କୃତକାର୍ଯ୍ୟ ହେଲେ ୧୧୦୪ ପ୍ରାର୍ଥୀ

ଭୁବନେଶ୍ବର: ଓଡ଼ିଶା ଲୋକ ସେବା ଆୟୋଗ(ଓପିଏସସି) ପକ୍ଷରୁ ଆସିଷ୍ଟାଣ୍ଟ ସେକ୍‌ସନ ଅଫିସର(ଏଏସଓ) ଲିଖିତ ପରୀକ୍ଷାଫଳ ପ୍ରକାଶ ପାଇଛି। ଏହି ପରୀକ୍ଷାରେ ମୋଟ ୧୧୦୪ଜଣ ପ୍ରାର୍ଥୀ କୃତକାର୍ଯ୍ୟ ହୋଇଥିବା ଓପିଏସସି ପକ୍ଷରୁ ସୂଚନା। କୃତକାର୍ଯ୍ୟ ପ୍ରାର୍ଥୀଙ୍କ ଡକ୍ୟୁମେଣ୍ଟ ଭେରିଫିକେସନ ପାଇଁ ଓପିଏସି ପକ୍ଷରୁ ନୋଟିସ ଜାରି କରାଯାଇଛି। ଆସନ୍ତା ୧୪ରୁ ୧୮ତାରିଖ ପର୍ଯ୍ୟନ୍ତ ହେବ ଡକ୍ୟୁମେଣ୍ଟ ଭେରିଫିକେସନ ହେବ ବୋଲି ନୋଟିସରେ ଦର୍ଶାଯାଇଛି। ଏଠାରେ ସୂଚନା ଯୋଗ୍ୟ ଯେ ଅଗଷ୍ଟ ୨୭ରେ ଆସିଷ୍ଟାଣ୍ଟ ସେକସନ ଅଫିସର ପାଇଁ ଲିଖିତ ପରୀକ୍ଷା ହୋଇଥିଲା।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories