www.samajalive.in
Sunday, December 7, 2025
18.1 C
Bhubaneswar

ଓସ୍କାର ପୁରସ୍କାର ଘୋଷଣା; ବାଜି ମାରିଲା ‘ନୋମାଡ୍‌ଲ୍ୟାଣ୍ଡ’

ଲସ୍‌ଆଞ୍ଜେଲ୍ସ: ୯୩ତମ ଓସ୍କାର ପୁରସ୍କାର ରବିବାର ସନ୍ଧ୍ୟାରେ ଘୋଷଣା ହୋଇଛି। ବହୁ ପ୍ରତୀକ୍ଷିତ ଏହି ପୁରସ୍କାର ପ୍ରଦାନ ସମାରୋହରେ ବାଜି ମାରିଛି ଚଳଚ୍ଚିତ୍ର ‘ନୋମାଡ୍‌ଲ୍ୟାଣ୍ଡ’। ଏହି ଚଳଚ୍ଚିତ୍ର ୩ଟି ପୁରସ୍କାର ହାତେଇବା ସହିତ ୨୦୨୧ର ଶ୍ରେଷ୍ଠ ଚଳଚ୍ଚିତ୍ର ଭାବେ ଆଖ୍ୟା ଅର୍ଜନ କରିଛି।

ନୋମାଡ୍‌ଲ୍ୟାଣ୍ଡର ନିର୍ଦେଶକ କ୍ଲୋଇ ଚାଓ ଶ୍ରେଷ୍ଠ ନିର୍ଦେଶକ ଭାବେ ପୁରସ୍କାର ପାଇଛନ୍ତି। ସେ ୨ୟ ମହିଳା ଭାବେ ଶ୍ରେଷ୍ଠ ନିର୍ଦେଶକ ପୁରସ୍କାର ପାଇଛନ୍ତି। ଚଳଚ୍ଚିତ୍ରର ମୁଖ୍ୟ ଚରିତ୍ରରେ ଅଭିନୟ କରିଥିବା ଫ୍ରାନ୍ସିସ ମ୍ୟାକ୍‌ଡୋରମାଣ୍ଡଙ୍କୁ ଶ୍ରେଷ୍ଠ ଅଭିନେତ୍ରୀ ପୁରସ୍କାର ପ୍ରଦାନ କରାଯାଇଛି।

- Advertisement -

ଅନ୍ୟପଟେ ଚଳଚ୍ଚିତ୍ର ‘ଦ ଫାଦର’ ଲାଗି ବିଶିଷ୍ଟ ଅଭିନେତା ଆନ୍ଥୋନୀ ହପ୍‌କିନ୍ସଙ୍କୁ ଶ୍ରେଷ୍ଠ ଅଭିନେତା ପୁରସ୍କାର ମିଳିଛି। ସବୁଠୁ ବୟସ୍କ ଅଭିନେତା ଭାବେ ସେ ଏହି ପୁରସ୍କାର ପାଇଛନ୍ତି। ଏହାବ୍ୟତୀତ ସହ ଅଭିନେତା ଭାବେ ଡାନିଏଲ କାଲୁୟଙ୍କୁ ପୁରସ୍କାର ମିଳିଛି। ‘ଜୁଡାସ ଆଣ୍ଡ ଦ ବ୍ଲାକ ମସିହା’ ଚଳଚ୍ଚିତ୍ର ପାଇଁ ସେ ଏହି ପୁରସ୍କାର ହାସଲ କରିଛନ୍ତି। ସହ ଅଭିନେତ୍ରୀ ଭାବେ ୟୁ-ଜୁଙ୍ଗ ୟୁନଙ୍କୁ ‘ମିନାରି’ ଚଳଚ୍ଚିତ୍ର ପାଇଁ ପୁରସ୍କାର ମିଳିଛି।

Hot this week

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

Related Articles

Popular Categories