www.samajalive.in
Sunday, December 14, 2025
19.1 C
Bhubaneswar

ମହାକୁମ୍ଭକୁ ଓଡ଼ିଶାରୁ ଯାଉଥିବା ଓଏସଆରଟିସିର ସ୍ୱତନ୍ତ୍ର ବସ୍‌ ବାତିଲ୍‌

ଭୁବନେଶ୍ୱର : ମହାକୁମ୍ଭକୁ ଓଡ଼ିଶାରୁ ଯାଉଥିବା ଓଏସଆରଟିସିର ସ୍ୱତନ୍ତ୍ର ବସ୍‌ ବାତିଲ୍‌ ହୋଇଛି। ଫେବୃଆରୀ ୪ ତାରିଖ ଯାଏଁ ଓଏସଆରଟିସିର ସ୍ୱତନ୍ତ୍ର ବସ୍‌ ବାତିଲ୍‌ କରାଯାଇଛି। ଅପ୍ରୀତିକର ପରିସ୍ଥିତିକୁ ଦୃଷ୍ଟିରେ ରଖି ଓଏସଆରଟିସି ପକ୍ଷରୁ ଗୁରୁବାର ଏହି ନିଷ୍ପତ୍ତି ନିଆଯାଇଛି। ଟଙ୍କା ଫେରସ୍ତ ପାଇଁ ୯୯୩୭୫୪୭୭୭୩କୁ ଯୋଗାଯୋଗ କରିବା ପାଇଁ ସୂଚନା ଦିଆଯାଇଛି। ଯେଉଁମାନେ ଆଗୁଆ ଟିକେଟ୍‌ କରିଥିଲେ, ସେମାନେ ଯୋଗାଯୋଗ କରି ପାରିବେ।

ସୂଚନାନୁଯାୟୀ ମୌନୀ ଅମାବାସ୍ୟାରେ  ଅମୃତ ସ୍ନାନ ପୂର୍ବରୁ ପ୍ରବଳ ଜନ ସମାଗମ ହେତୁ ମହାକୁମ୍ଭ ମେଳାରେ ବଡ ଅଘଟଣ ଘଟିଥିଲା। ପ୍ରୟାଗରାଜ ସଙ୍ଗମ ସ୍ଥଳ ନିକଟରେ ଦଳାଚକଟା ଘଟଣାରେ ଏପର୍ଯ୍ୟନ୍ତ ୩୦ ଜଣଙ୍କ ମୃତ୍ୟୁ ହୋଇଥିବା ଉତ୍ତରପ୍ରଦେଶ ସରକାର ସ୍ପଷ୍ଟ କରିଥିବା ବେଳେ ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଇବା ସମ୍ଭାବନା ରହିଛି। ଦଳାଚକଟାରେ ୯୦ରୁ ଅଧିକ ଶ୍ରଦ୍ଧାଳୁ ଆହତ ହୋଇଥିବା ସୂଚନା ମିଳିଛି।

୧୮ ବର୍ଷ ପରେ ରାହୁ-ଶୁକ୍ରଙ୍କ ଅତ୍ୟନ୍ତ ଶୁଭ ଯୋଗ ପୁଣି ଶକ୍ତିଶାଳୀ ଗଜକେସରୀ ଯୋଗ; ଏହି ରାଶି ହେବେ ଭାଗ୍ୟବାନ୍‌, ସବୁ ଚିନ୍ତା ହେବ ଦୂର..

- Advertisement -

ଜିଓର ୨୦୦ରୁ ବି କମ୍‌ ଏହି ପ୍ଲାନ୍‌, ଦୈନିକ ମିଳିବ ୨ଜିବି ଡାଟା

ଦେଖନ୍ତୁ ଭିଡିଓ ; ଜଙ୍ଗଲୀ ଦନ୍ତାର ଉପଦ୍ରବ, ଘର କବାଟ ପାଖରେ..

ମହାକୁମ୍ଭରେ ଭାଇରାଲ ଗାର୍ଲ ମୋନାଲିସା ଏବେ ବଲିଉଡ୍‌ରେ ଥାପିବେ ପାଦ, ସାଇନ୍‌ କଲେ ପ୍ରଥମ ଫିଲ୍ମ

ଫେବୃଆରୀ ୧୫ ଯାଏଁ ବଢିଲା ରାସନ ଇ-କେୱାଇସି

Hot this week

ସିଡ୍‌ନୀ ଗୁଳିକାଣ୍ଡ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ସିଡନୀ: ସିଡନୀର ବଣ୍ଡି ବିଚ୍‌ ଗୁଳିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି...

ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

Related Articles

Popular Categories