ମହାକୁମ୍ଭକୁ ଓଡ଼ିଶାରୁ ଯାଉଥିବା ଓଏସଆରଟିସିର ସ୍ୱତନ୍ତ୍ର ବସ୍‌ ବାତିଲ୍‌

ଭୁବନେଶ୍ୱର : ମହାକୁମ୍ଭକୁ ଓଡ଼ିଶାରୁ ଯାଉଥିବା ଓଏସଆରଟିସିର ସ୍ୱତନ୍ତ୍ର ବସ୍‌ ବାତିଲ୍‌ ହୋଇଛି। ଫେବୃଆରୀ ୪ ତାରିଖ ଯାଏଁ ଓଏସଆରଟିସିର ସ୍ୱତନ୍ତ୍ର ବସ୍‌ ବାତିଲ୍‌ କରାଯାଇଛି। ଅପ୍ରୀତିକର ପରିସ୍ଥିତିକୁ ଦୃଷ୍ଟିରେ ରଖି ଓଏସଆରଟିସି ପକ୍ଷରୁ ଗୁରୁବାର ଏହି ନିଷ୍ପତ୍ତି ନିଆଯାଇଛି। ଟଙ୍କା ଫେରସ୍ତ ପାଇଁ ୯୯୩୭୫୪୭୭୭୩କୁ ଯୋଗାଯୋଗ କରିବା ପାଇଁ ସୂଚନା ଦିଆଯାଇଛି। ଯେଉଁମାନେ ଆଗୁଆ ଟିକେଟ୍‌ କରିଥିଲେ, ସେମାନେ ଯୋଗାଯୋଗ କରି ପାରିବେ। ସୂଚନାନୁଯାୟୀ ମୌନୀ ଅମାବାସ୍ୟାରେ  ଅମୃତ ସ୍ନାନ ପୂର୍ବରୁ ପ୍ରବଳ ଜନ ସମାଗମ … Continue reading ମହାକୁମ୍ଭକୁ ଓଡ଼ିଶାରୁ ଯାଉଥିବା ଓଏସଆରଟିସିର ସ୍ୱତନ୍ତ୍ର ବସ୍‌ ବାତିଲ୍‌