www.samajalive.in
Monday, December 15, 2025
16.1 C
Bhubaneswar

ଓଡିଶା ସାଂସ୍କୃତିକ ସମାଜ ପକ୍ଷରୁ ବୃକ୍ଷ ଲଗାଅ ବୃକ୍ଷ ବଞ୍ଚାଅ କାର୍ଯ୍ୟକ୍ରମ

ସମ୍ବଲପୁର :  ସମ୍ବଲପୁରର ଓଡିଶା ସାଂସ୍କୃତିକ ସମାଜର ପରିବେଶ ଉପ ସମିତି ତରଫରୁ ବୃକ୍ଷ ଲଗାଅଇ ବୃକ୍ଷ ବଞ୍ଚାଅ କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି । ସ୍ଥାନୀୟ ସରକାରୀ ମହିଳା ମହାବିଦ୍ୟାଳୟ ଓ ଧନକଉଡା ଉଚ୍ଚ ବିଦ୍ୟାଳୟରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ୨ ଶିକ୍ଷାନୁଷ୍ଠାନରେ ଚାରାରୋପଣ କରାଯିବା ସହତି ଛାତ୍ରଛାତ୍ରୀ ମାନଙ୍କୁ ବୃକ୍ଷର ଯତ୍ନ ନେଇ ବଞ୍ଚାଇବାର ଆବଶ୍ୟକତା ଉପରେ ସଚେତନ କରାଯାଇଥିଲା । ସାଂସ୍କୃତିକ ସମାଜର ପରିବେଶ ଉପ ସମିତିର ଆବାହକ ଦିଲୀପ କୁମାର ବଘାରଙ୍କ ସମେତ କୋଷାଧ୍ୟକ୍ଷ ଦୀନବନ୍ଧୁ ପଣ୍ଡା, ସଦସ୍ୟ ରାମାନୁଜ ପଣ୍ଡା, ଡ. ପରେଶ ଚନ୍ଦ୍ର ଦାନୀ, ସୁରେଖା ସାହୁ, ମହିଳା ମହାବିଦ୍ୟାଳୟର ଅଧ୍ୟକ୍ଷା ପ୍ର. ରାଜଶ୍ରୀ ବରାଳ, ପ୍ରଧ୍ୟାପକ ଅଖିଳ ବିଶ୍ୱାଳ, ପବିତ୍ର ମୋହନ ବେହେରା, ମୋନା ପାଣିଗ୍ରାହୀ, ଧନକଉଡା ଉଚ୍ଚ ବିଦ୍ୟାଳୟର ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ଆନନ୍ଦ କୁମାର ଡନସନାଙ୍କ ସମେତ ଅନ୍ୟ ସଦସ୍ୟ ମାନେ ଉପସ୍ଥିତ ରହି ଛାତ୍ରଛାତ୍ରୀ ମାନଙ୍କୁ ଉତ୍ସାହିତ କରିଥିଲେ।

Hot this week

ପିକନିକ୍‌ରୁ ଫେରିବାବେଳେ ଦୁର୍ଘଟଣା..

ଛତ୍ରପୁର: ଛତ୍ରପୁର ଜାତୀୟ ରାଜପଥ ଏକାମ୍ରନଗରରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। କୋରାପୁଟରୁ...

ବହିଷ୍କୃତ ପରେ ମୁହଁ ଖୋଲିଲେ ମୋକିମ୍‌: ମୋ ବିଚାରଧାରା କଂଗ୍ରେସ ସହ ଅଛି

ସମାଜ ଡିଜିଟାଲ ଡେସ୍କ: କଂଗ୍ରେସରୁ ବହିଷ୍କୃତ ହେବା ପରେ ପ୍ରତିକ୍ରିୟା ରଖିଛନ୍ତି...

ମୁମ୍ବଇରେ ମେସି ମାନିଆ

ମୁମ୍ବଇ : ବିଶ୍ବବିଜେତା ଆର୍ଜେଣ୍ଟିନା ଫୁଟ୍‌ବଲ ଦଳର ଅଧିନାୟକ ଲିଓନେଲ୍ ମେସି...

ମେସିଙ୍କୁ ଜର୍ସି ଉପହାର ଦେଲେ ସଚିନ

ମୁମ୍ବଇ :କ୍ରିକେଟ୍ କିମ୍ବଦନ୍ତୀ ସଚିନ ତେନ୍ଦୁଲକରଙ୍କୁ କ୍ରିକେଟ ଜଗତର ସବୁଠାରୁ ବଡ...

ବର୍ଦ୍ଧିତ ବେତନ ଦାନ କରିବେ ବରଗଡ଼ ବିଧାୟକ

ବରଗଡ଼ : ଓଡ଼ିଶା ସରକାର ବିଧାୟକ ଓ ମନ୍ତ୍ରୀମାନଙ୍କ ଦରମା ବୃଦ୍ଧି...

Related Articles

Popular Categories