www.samajalive.in
Friday, December 12, 2025
27.1 C
Bhubaneswar

ଓଏସଏସସି ମାମଲା: କାର୍ଯ୍ୟାନୁଷ୍ଠାନ ପାଇଁ ବାଲେଶ୍ବର ଏସପି ଲେଖିଲେ ଚିଠି

ଭୁବନେଶ୍ବର: ଓଡ଼ିଶା କର୍ମଚାରୀ ପ୍ରବରଣ ଆୟୋଗ(ଓଏସଏସସି) ପ୍ରଶ୍ନପତ୍ର ପ୍ରଘଟ ମାମଲାରେ ଡିପାର୍ଟମେଣ୍ଟାଲ ପ୍ରୋସିଡିଂ ତଥା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ବାଲେଶ୍ବର ଏସପି ସାଗରିକା ନାଥ ଚିଠି ଲେଖିଛନ୍ତି। ମାଷ୍ଟରମାଇଣ୍ଡ ସହ ଓଡ଼ିଶାର ୨ ଅଭିଯୁକ୍ତଙ୍କ ପ୍ରତି କାର୍ଯ୍ୟାନୁଷ୍ଠାନ ଚିଠି ଲେଖିଛନ୍ତି। ମାଷ୍ଟରମାଇଣ୍ଡ ବିଶାଲ ପ୍ରତି କାର୍ଯ୍ୟାନୁଷ୍ଠାନ ପାଇଁ ବିହାର ଏଜିଙ୍କୁ ଚିଠି ଲେଖିଛନ୍ତି। ଗୋବିନ୍ଦ ତ୍ରିପାଠୀଙ୍କ ପାଇଁ କନ୍ଧମାଳ ଓ ସୁଶାନ୍ତ ସାହୁଙ୍କ ପାଇଁ ଯାଜପୁର ଡିଇଓଙ୍କୁ ଚିଠି ଲେଖାଯାଇଛି। ଶିକ୍ଷକ ଥିବା ଗୋବିନ୍ଦ ଓ ସୁଶାନ୍ତଙ୍କ ପ୍ରତି କାର୍ଯ୍ୟାନୁଷ୍ଠାନ ପାଇଁ ଚିଠି କରିଛନ୍ତି। ଡିଲରେ ସମ୍ପୃକ୍ତ ୮୮ ପ୍ରର୍ଥୀଙ୍କ ପ୍ରତି କାର୍ଯ୍ୟାନୁଷ୍ଠାନ ପାଇଁ ଓଏସଏସସକୁ ଚିଠି ଲେଖିଥିବାବେଳେ ଭବିଷ୍ୟତରେ ଓଏସଏସସି ସମସ୍ତ ପରୀକ୍ଷାରୁ ନିବୃତ ରଖିବାକୁ ଚିଠି ଲେଖିଛନ୍ତି।

Hot this week

ମଣ୍ଡି ଅଚଳାବସ୍ଥା : ତାତିଲେ ଚାଷୀ

ନୂଆପଡ଼ା: ନୂଆପଡା ଜିଲ୍ଲାରେ ଖରିଫ୍‌ ମଣ୍ଡିରେ ଅଚଳାବସ୍ଥା ଲାଗିରହିଛି। ଜିଲ୍ଲାରେ ଗତ...

ଟ୍ରମ୍ପଙ୍କ ସହ ବାଣିଜ୍ୟିକ ଆଲୋଚନା କଲେ ମୋଦୀ

ସମାଜ ଲାଇଭ ଡ଼େସ୍କ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭାରତ...

ନିଆଁ ଆୟତ୍ତ : ନୋ ଲିମିଟ୍ ବାର୍‌କୁ ମିଳିନଥିଲା ଲାଇସେନ୍ସ

ଭୁବନେଶ୍ଵର: ଭୁବନେଶ୍ଵର ସତ୍ୟବିହାର ସ୍ଥିତ ଏକ ବାର୍‌ ରେ ଭୟାବହ ଅଗ୍ନିକାଣ୍ଡ...

ସ୍ତ୍ରୀକୁ ପେଟ୍ରୋଲ ଢାଳି ଜାଳିଦେଲା ସ୍ଵାମୀ

ପାଟଣାଗଡ: ପାଟଣାଗଡ ବେଲପଡା ଥାନା କଟାପାଲି ଗାଁରେ ବିଭତ୍ସ ହତ୍ୟାକାଣ୍ଡ ଘଟିଛି।...

ପୁଣି ସ୍କୁଲକୁ ବୋମା ଧମକ

ନୂଆଦିଲ୍ଲୀ : ଶୁକ୍ରବାର ସକାଳେ ଅମୃତସରର ପ୍ରତିଷ୍ଠିତ ସିନିୟର ଷ୍ଟଡି ସ୍କୁଲକୁ...

Related Articles

Popular Categories