www.samajalive.in
Sunday, December 14, 2025
16.1 C
Bhubaneswar

ଓଷ୍ଟାର ଜିଲା ସ୍ତରୀୟ ବୈଠକ

ଫୁଲବାଣୀ: କନ୍ଧମାଳ ଜିଲା ଟିକାବାଲି ବ୍ଳକ ଅନ୍ତର୍ଗତ ଗାଡ଼ିରିଙ୍ଗିଆ ପଂଚାୟତ ଉଚ୍ଚ ବିଦ୍ୟାଳୟ ଠାରେ କନ୍ଧମାଳ ଜିଲା ଓଷ୍ଟା ଶିକ୍ଷକ ସଂଘର ଜିଲା ସଭାପତି ଚତୁର୍ଭୁଜ ରାଉତଙ୍କ ଅଧ୍ୟକ୍ଷତାରେ ଏକ ଜିଲା ସ୍ତରୀୟ ସମ୍ମିଳନୀ ଅନୁଷ୍ଠିତ ହୋଇଥିବା ବେଳେ ଏଥିରେ ଜିଲା ସଂପାଦକ ରଂଜନ କୁମାର ମହାନ୍ତି ବୈଠକର ଆଭିମୁଖ୍ୟ ଉପରେ ଆଲୋକପାତ କରିଥିବା ବେଳେ ଆଗାମି ୯ ତାରିଖରେ କ୍ରିାନ୍ତି ଦିବସରେ ଜିଲ୍ଳା ଶିକ୍ଷା ଅଧିକାରୀଙ୍କ ଜରିଆରେ ରାଜ୍ୟ ସରକାରଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ପ୍ରଦାନ ପାଇଁ ନିଷ୍ପତି ନିଆଯିବା ଉପରେ ଆଲୋଚନା ହୋଇଥିଲା।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories