www.samajalive.in
Monday, December 8, 2025
24.1 C
Bhubaneswar

ଜାନୁଆରୀ ୨୦ରେ ଓଏସ୍‌ଏସ୍‌ଟିଇଟି

କଟକ: ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ବାରା ପରିଚାଳିତ ଓଡ଼ିଶା ମାଧ୍ୟମିକ ବିଦ୍ୟାଳୟ ଶିକ୍ଷକ ଯୋଗ୍ୟତା ପରୀକ୍ଷା(ଓଏସଏସଟିଇଟି) ଆସନ୍ତା ଜାନୁଆରୀ ୨୦ରେ ଅନୁଷ୍ଠିତ ହେବ। ଏଥିପାଇଁ ଶନିବାର ଠାରୁ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇଛି। ଆଶାୟୀମାନେ ବୋର୍ଡ ୱେବସାଇଟ୍‌ରେ ଅନଲାଇନ ଦ୍ବାରା ଫର୍ମପୂରଣ କରିପାରିବେ।

ଆସନ୍ତା ୧୭ ତାରିଖ ପର୍ଯ୍ୟନ୍ତ ଆବେଦନ ଅବଧି ରହିଥିବାବେଳେ ଜାନୁଆରୀ ୧୦ ତାରିଖରେ ଆଡମିଟ୍‌ କାର୍ଡ ପ୍ରଦାନ କରାଯିବ। ତେବେ ଏହି ପରୀକ୍ଷା ମୋଟ ଦୁଇଟି ସିଟିଂରେ ହେବ। ପୂର୍ବାହ୍ଣ ୯ଟାରୁ ୧୧ଟା ୩୦ ମିନିଟ ପର୍ଯ୍ୟନ୍ତ ପ୍ରଥମ ସିଟିଂ ଏବଂ ଅପରାହ୍ଣ ୨ଟାରୁ ୪ଟା ୩୦ ମିନିଟ ପର୍ଯ୍ୟନ୍ତ ଦ୍ବିତୀୟ ସିଟିଂରେ ଆଶାୟୀ ପରୀକ୍ଷା ଦେବେ ବୋଲି ବୋର୍ଡ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।

Hot this week

ଶନି ଚଳନ: ୨୦୨୬ରେ ଲାଭବାନ ହେବେ ଏହି ୩ ରାଶି

ସମାଜ ଡିଜିଟାଲ ଡେସ୍କ: ହିନ୍ଦୁ ଧର୍ମରେ ଶନି ଦେବଙ୍କୁ ସ୍ୱତନ୍ତ୍ର ଭାବେ...

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

Related Articles

Popular Categories