www.samajalive.in
Sunday, December 14, 2025
26.1 C
Bhubaneswar

ପ୍ରକାଶ ପାଇଲା ସ୍ପେଶାଲ ଓଟିଇଟି

ସମାଜ ଡିଜିଟାଲ ଡେସ୍କ: ପ୍ରକାଶ ପାଇଛି ସ୍ପେଶାଲ ଓଟିଇଟି-୨୦୨୫ ପରୀକ୍ଷା ଫଳ । ସେପ୍ଟେମ୍ବର ୨୭ତାରିଖରେ ହୋଇଥିବା ପରୀକ୍ଷା ଫଳ ଆଜି ପ୍ରକାଶ ପାଇଛି । ପେପର-୧ରେ ୧୨ହଜାର ୯୮୮କୃତକାର୍ଯ୍ୟ ହୋଇଥିବା ବେଳେ ପାସ୍‌ ହାର ୪୭.୧୭ପ୍ରତିଶତ ରହିଛି । ସେହିପରି ପେପର-୨ରେ ୩୫ହଜାର ୧୬୫କୃତକାର୍ଯ୍ୟ ହୋଇଛନ୍ତି । ପାସ୍‌ ହାର ୭୮.୩୫ପ୍ରତିଶତ ରହିଛି । ମୋଟ ୪୮ହଜାର ୧୫୩ଜଣ କୃତକାର୍ଯ୍ୟ ହୋଇଥିବା ବେଳେ ୬୬.୫୦ପ୍ରତିଶତ ପାସ ରହିଥିବା ବିଏସଇ ପକ୍ଷରୁ ସୂଚନା ଦିଆଯାଇଛି । ପରୀକ୍ଷାର୍ଥୀ ମାନେ www.bseodisha.ac.inରେ ଫଳାଫଳ ଦେଖିପାରିବେ ।

Hot this week

ନୀତିନ ନବୀନ ବିଜେପି ର ନୂତନ କାର୍ଯ୍ୟକାରୀ ସଭାପତି

ନୂଆଦିଲ୍ଲୀ: ବିଜେପି ର ନୂତନ କାର୍ଯ୍ୟକାରୀ ସଭାପତି  ଭାବରେ ନୀତିନ ନବୀନ...

କିସ୍‌ ଗସ୍ତ କରିବେ ଓଏସସିପିସିଆର

ସମାଜଲାଇଭ ଡେସ୍କ: କିସ୍‌ ଛାତ୍ର ମୃତ୍ୟୁ ଘଟଣାର ତଦନ୍ତ ପାଇଁ କିସ୍...

ଧାନ କଟା ମେସିନରେ କଟିଗଲେ ଯୁବଚାଷୀ

ସମାଜ ଲାଇଭ ଡେସ୍କ :ବାଲେଶ୍ଵର ରେ ଧାନକଟା ମେସିନ୍ ରେ  କଟି...

ଧାନ ଜମିରେ ଜଳିଗଲେ ଚାଷୀ

ସମାଜଲାଇଭ ଡେସ୍କ: ଧାନ ଜମିରେ ଜଳିଗଲେ ଚାଷୀ। ପୁରୀ ଜିଲା ପିପିଲି...

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

Related Articles

Popular Categories