www.samajalive.in
Saturday, December 6, 2025
15.1 C
Bhubaneswar

ଏଣିକି ଅନଲାଇନରେ ହେବ ଓଟିଇଟି ପରୀକ୍ଷା

ଭୁବନେଶ୍ବର: ଓଡ଼ିଶା ଟିଚର୍ସ ଇଲିଜିବିଲିଟି ଟେଷ୍ଟ (ଓଟିଇଟି) ପରୀକ୍ଷା ଏଣିକି ଅନଲାଇନ ମାଧ୍ୟରେ କରାଯିବ । ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ବଦ୍ରିନାରାୟଣ ପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଚ୍ଚସ୍ତରୀୟ ବୈଠକରେ ନିଷ୍ପତ୍ତି ହୋଇଛି। ଏନେଇ ଆବଶ୍ୟକ ପ୍ରସ୍ତୁତି କରିବାକୁ ମାଧ୍ୟମିକ ଶିକ୍ଷା ପରିଷଦ କର୍ତ୍ତୃପକ୍ଷଙ୍କୁ ମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

ସୂଚନାଯୋଗ୍ୟ, ଗତ ୧୬ ତାରିଖରେ ଓଟିଇଟି ପ୍ରଶ୍ନପତ୍ର ଲିକ ହୋଇ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। ପରେ ପରୀକ୍ଷାକୁ ବାତିଲ କରି ଦିଆଯାଇଥଲା। କିଏ ଓ କେଉଁ ପରିସ୍ଥିତିରେ ପ୍ରଶ୍ନ ପତ୍ର ଲିକ୍ କଲା ତାହା ଏଯାଏଁ ସ୍ପଷ୍ଟ ହୋଇନାହିଁ ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories