ଭୁବନେଶ୍ୱର : ଅଗଷ୍ଟ ୩୧ ତାରିଖରେ ହେବ ସ୍ପେଶାଲ୍ ଓଟିଇଟି ପରୀକ୍ଷା । ଏନେଇ ଶୁକ୍ରବାର ବୋର୍ଡ ପକ୍ଷରୁ ସୂଚନା ମିଳିଛି । ଦୁଇଟି ସିଟିଙ୍ଗ୍ରେ ହେବ ସ୍ପେଶାଲ୍ ଓଟିଇଟି ପରୀକ୍ଷା । ସକାଳ ୯ଟାରୁ ୧୧ଟା ୩୦ ଯାଏଁ ପେପର୍ -୧ ପରୀକ୍ଷା ଓ ଦିନ ୨ଟାରୁ ସାଢେ ୪ଟା ଯାଏଁ ପେପର୍ -୨ ପରୀକ୍ଷା ହେବ ।
ଆରମ୍ଭ ହେଲା ଅଗଷ୍ଟ.. ମେଷ ଠାରୁ ମୀନ : ଜାଣନ୍ତୁ କିଏ ହେବେ ଧନୀ, କାହାର ଖୋଲିବ ଭାଗ୍ୟ, ମିଳିବ ଚାକିରି..
ସ୍କୁଲ୍ ଫି’ ଦେଖି ହେବେ ଟେରା, ABCD ପଢିବା ପାଇଁ ଦେବାକୁ ପଡିବ ମାସକୁ ୨୧ ହଜାର..



