www.samajalive.in
Monday, December 15, 2025
15.1 C
Bhubaneswar

ଓଟିଇଟି ପ୍ରଶ୍ନପତ୍ର ପ୍ରଘଟ ମାମଲା; ସମୟ ନେଲା କ୍ରାଇମବ୍ରାଞ୍ଚ

ସମାଜ ଡିଜିଟାଲ ଡେସ୍କ: ଓଟିଇଟି ପ୍ରଶ୍ନପତ୍ର ପ୍ରଘଟ ମାମଲାରେ ଛାନଭିନ ଜାରି ରଖିଛି କ୍ରାଇମବ୍ରାଞ୍ଚ ଟିମ୍‍ । ଏହି ମାମଲାରେ କେସ୍‍ ଡାଏରୀ ଦାଖଲ ପାଇଁ ସମୟ ନେଇଛି କ୍ରାଇମବ୍ରାଞ୍ଚ । ସୋମବାର ଏହି ମାମଲାରେ କଟକ ଏଡିଜେ କୋର୍ଟଙ୍କ ଶୁଣାଣି ବେଳେ ସମୟ ମାଗିଛି କ୍ରାଇମବ୍ରାଞ୍ଚ । ସମସ୍ତ ଅଭିଯୁକ୍ତଙ୍କ ଜାମିନ ଆବେଦନ ଶୁଣାଣି ମଧ୍ୟ ଘୁଞ୍ଚିଛି । ଆସନ୍ତା ୨୨ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି କରାଯିବ । ଓଟିଇଟି ପ୍ରଶ୍ନପତ୍ର ପ୍ରଘଟ ମାମଲାରେ ୭ଜଣଙ୍କୁ ଗିରଫ କରିଛି କ୍ରାଇମବ୍ରାଞ୍ଚ ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories