www.samajalive.in
Monday, December 15, 2025
26.1 C
Bhubaneswar

ସୁପ୍ରିମକୋର୍ଟଙ୍କ ବଡ଼ ରାୟ: ୨ ବର୍ଷ ଭିତରେ ଟିଇଟି ପାସ୍ ନକଲେ ଚାକିରି ଯିବ

ସମାଜ ବ୍ୟୁରୋ : ଗୁରୁ ଦିବସ ପୂର୍ବରୁ ଶିକ୍ଷକଙ୍କୁ ନେଇ ଏକ ବଡ଼ ରାୟ ଶୁଣାଇଛନ୍ତି ସୁପ୍ରିମକୋର୍ଟ । ମହାରାଷ୍ଟ୍ରର ଏକ ମାମଲାର ଶୁଣାଣି କରି ଏପରି ଗୁରୁତ୍ବପୂର୍ଣ୍ଣ ରାୟ ଶୁଣାଇଛନ୍ତି ସର୍ବୋଚ୍ଚ ନ୍ୟାୟାଳୟ । ୨ ବର୍ଷ ଭିତରେ ଟିଇଟି ପାସ୍ ନକଲେ ଚାକିରି ହରାଇବାକୁ ପଡ଼ିବ । ଏଣିକି ସମସ୍ତ ଶିକ୍ଷକଙ୍କ ପାଇଁ ଏଲିଜିବିଲିଟି ଟେଷ୍ଟ ବାଧ୍ୟତାମୂଳକ । ୨୦୧୦ ପୂର୍ବରୁ ଶିକ୍ଷକ ଚାକିରି କରିଥିଲେ ବି ଓଟିଇଟି ଏବଂ ଏସ୍‌ଟିଇଟି ପରୀକ୍ଷା ଦେବାକୁ ପଡ଼ିବ । ଏହା ସହ ଅବସର ପାଇଁ ୫ ବର୍ଷରୁ କମ୍ ସମୟ ଥିଲେ ଟିଇଟି ପରୀକ୍ଷା ଦେବାକୁ ପଡ଼ିବ ନାହିଁ । କୋର୍ଟ କହିଛନ୍ତି, ୨୦ ବର୍ଷ ହେବ ଅନେକ ଶିକ୍ଷକ ଟିଇଟି ପାସ୍ ନକରି ପାଠ ପଢାଉଛନ୍ତି । ସେମାନଙ୍କ ବିରୋଧରେ ଅନେକ ଅଭିଯୋଗ ଆସୁଛି ।

Hot this week

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା...

କୁହୁଡ଼ି ପାଇଁ ମୋଦୀଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଘନ କୁହୁଡ଼ି ଜାତୀୟ ଦିଲ୍ଲୀକୁ ଘେରି...

Related Articles

Popular Categories