www.samajalive.in
Wednesday, December 10, 2025
26.1 C
Bhubaneswar

ଓଡ଼ିଶାରେ ହେବ ଆମ ସରକାର: ଅମିତ ଶାହ

ଭୁବନେଶ୍ବର: ଓଡ଼ିଶାରେ ବି ଆମ ସରକାର ହେବାକୁ ଯାଉଛି ବୋଲି କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ ପ୍ରକାଶ କରିଛନ୍ତି। ‘ମୋଦୀ@୨୦-ଡ୍ରିମ୍ସ ମିଟ ଡେଲିଭରି’ ପୁସ୍ତକ ଲୋକାର୍ପଣ ଅବସରରେ କହିଛନ୍ତି ଯେ ଦିନେ ଆମ ପାର୍ଟିକୁ ହିନ୍ଦୀ ଭାଷୀ ପାର୍ଟି ବୋଲି କୁହାଯାଉଥିଲା। ଏବେ ସାରା ଉତ୍ତର ପୂର୍ବାଞ୍ଚଳରେ ଆମ ପାର୍ଟି ସରକାର ଚାଲିଛି। ଗୁଜରାଟ, କର୍ଣ୍ଣାଟକ, ମହାରାଷ୍ଟ୍ରରେ ବି ଆମ ପାର୍ଟିର ସରକାର ରହିଛି। ଓଡ଼ିଶାରେ ବି ଆମ ସରକାର ହେବାକୁ ଯାଉଛି। ସବୁ ଭ୍ରାନ୍ତିକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦୂର କରିବେ। ଆମ ପାର୍ଟିକୁ ବେପାରୀ ଓ ବଣିଆ ପାର୍ଟି କୁହାଯାଉଥିଲା। କିନ୍ତୁ ଏବେ ସବୁଠାରୁ ଅଧିକ ଦଳିତ ସାଂସଦ ଆମ ପାର୍ଟିରୁ ଅଛନ୍ତି। ସର୍ବାଧିକ ଆଦିବାସୀ ସାଂସଦ ମଧ୍ୟ ଆମ ପାର୍ଟିରୁ ରହିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମନ୍ତ୍ରୀ ମଣ୍ଡଳରେ ପଛୁଆ ବର୍ଗର ୨୭ ମନ୍ତ୍ରୀ ଅଛନ୍ତି ବୋଲି କେନ୍ଦ୍ର ଗୃହ ମନ୍ତ୍ରୀ ପ୍ରକାଶ କରିଛନ୍ତି।

Hot this week

ମରକ୍କୋରେ ୨ଟି କୋଠା ଭୁଶୁଡ଼ି ୧୯ ମୃତ

ସମାଜ ଲାଇଭ ଡ଼େସ୍କ : ମରକ୍କୋର ଫେଜ୍‌ ସହରରେ ଦୁଇଟି କୋଠା...

ଗୁଜୁରାଟରେ ଭୟାବହ ଅଗ୍ନିକାଣ୍ଡ

ସମାଜ ଲାଇଭ ଡ଼େସ୍କ : ଗୁଜୁରାଟ ସ୍ଥିତ ସୁରଟର ଟେକ୍ସଟାଇଲ ବଜାରରେ...

ଇଣ୍ଡିଗୋ ଅଚଳାବସ୍ଥା : ୧୧ଟି ବିମାନବନ୍ଦରରେ କ୍ଷେତ୍ର ଯାଞ୍ଚ ପାଇଁ ଡିଜିସିଏ ନିର୍ଦ୍ଦେଶ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋର ଉଡାଣ କ୍ଷେତ୍ରରେ ବଡ଼ ଧରଣର...

ହୃଦୟ ହ୍ୟାକ୍‌ କରନ୍ତି ମୋଦୀ

ନୂଆଦିଲ୍ଲୀ : ସଂସଦର ଶୀତକାଳୀନ ଅଧିବେଶନ ସମୟରେ, ବିଜେପି ସାଂସଦ କଙ୍ଗନା...

ଭାରତରେ ନିବେଶ ପାଇଁ ମୋଦୀଙ୍କ ସହ ଆଲୋଚନା କଲେ ମାଇକ୍ରୋସଫ୍ଟ ସିଇଓ

ସମାଜ ଲାଇଭ ଡ଼େସ୍କ : ମାଇକ୍ରୋସଫ୍ଟର ସିଇଓ ସତ୍ୟ ନାଡେଲା କହିଛନ୍ତି...

Related Articles

Popular Categories