bjd gruha runa banner

କ୍ୟାପିଟାଲ ହସ୍ପିଟାଲରେ ସଫେଇ କର୍ମଚାରୀଙ୍କ ଆନ୍ଦୋଳନ

bjd  ek lkhya koti banner

ଭୁବନେଶ୍ୱର: ସଠିକ୍‌‌ ସମୟରେ ଦରମା ଦେବାକୁ ଦାବି କରି ଆନ୍ଦୋଳନକୁ ଓହ୍ଲାଇଛନ୍ତି କ୍ୟାପିଟାଲ ହସ୍ପିଟାଲର ସଫେଇ କର୍ମଚାରୀ ଓ ସୁରକ୍ଷାକର୍ମୀ। ଦରମା ମିଳିବାରେ ବିଳମ୍ବ ଏବଂ ରୋଗୀଙ୍କ ସମ୍ପର୍କୀୟ ମାନେ ମାଡ ମାରୁଥିବା ସୁରକ୍ଷାକର୍ମୀମାନେ ଅଭିଯୋଗ କରିଛନ୍ତି। ଆନ୍ଦୋଳନ ଯୋଗୁ ସକାଳୁ ହସ୍ପିଟାଲ ପରିସରରେ ସଫେଇ ହୋଇଥିବା ଭଳି ସମସ୍ୟା ଉପୁଜିଛି।

Comments are closed.