www.samajalive.in
Saturday, December 13, 2025
23.1 C
Bhubaneswar

ଗୁଜରାଟରେ ଭୂମିକମ୍ପ

ଅହମ୍ମଦାବାଦ: ଗୁଜରାଟର କଚ୍ଛ ଜିଲାରେ ରବିବାର ଭୋର ସମୟରେ ୩.୪ ତୀବ୍ରତା ବିଶିଷ୍ଟ ଭୂମିକମ୍ପ ଅନୁଭୂତ ହୋଇଛି। ଗାନ୍ଧୀନଗରସ୍ଥିତ ଭୂକମ୍ପ ବିଜ୍ଞାନ ଅନୁସନ୍ଧାନ ପ୍ରତିଷ୍ଠାନ(ଆଇଏସଆର)ର ସୂଚନା ମୁତାବକ, ଭୂକମ୍ପ ଯୋଗୁ ଜିଲାରେ କ୍ଷୟକ୍ଷତି ନେଇ କୌଣସି ସୂଚନା ନାହିଁ। ଭୋର ୩.୫୮ରେ ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ଏହାର କେନ୍ଦ୍ର ଲଖପତରୁ ୫୩ କିଲୋମିଟର ଉତ୍ତର-ଉତ୍ତର-ପୂର୍ବରେ ଥିବା ଜଣାପଡ଼ିଛି।

 

Hot this week

ଡାଏବେଟିସ ପାଇଁ ଆସିଲା ଇଞ୍ଜେକ୍ସନ୍

ନୂଆଦିଲ୍ଲୀ : ଡେନମାର୍କ ଔଷଧ କମ୍ପାନୀ ନୋଭୋ ନରଡିସ୍କ ଶେଷରେ ଭାରତରେ...

ତାଣ୍ଡବ ରଚିଲା ଘନ କୁହୁଡ଼ି : ଗୋଟିଏ ପରେ ଗୋଟିଏ ଛଅଟି ଗାଡ଼ି ଧକ୍କା

ସମାଜ ଲାଇଭ ଡ଼େସ୍କ : ଉତ୍ତର ପ୍ରଦେଶରେ ତାଣ୍ଡବ ରଚିଲା ଘନ...

ଫୁଟବଲର କିଙ୍ଗ୍‌ ଲିଓନେଲ୍‌ ମେସିଙ୍କୁ ଭେଟିଲେ ଶାହାରୁଖ

ସମାଜ ଡିଜିଟାଲ ଡେସ୍କ: ଆର୍ଜେଣ୍ଟିନାର କିମ୍ବଦନ୍ତୀ ଫୁଟବଲ ଷ୍ଟାର ଲିଓନେଲ୍‌ ମେସି...

ଭୟଙ୍କର ସଡ଼କ ଦୁର୍ଘଟଣା, ଟ୍ରକ୍ ଏବଂ ଅଟୋ ଧକ୍କାରେ ୩ ମୃତ

ସମାଜ ଡିଜିଟାଲ ଡେସ୍କ: ଉତ୍ତର ପ୍ରଦେଶର ଉନ୍ନାଓରେ ଏକ ଭୟଙ୍କର ସଡ଼କ...

ନୋବେଲ ବିଜେତା କାହିଁକି ବାରମ୍ବାର ହେଉଛନ୍ତି ଗିରଫ ? ପୂର୍ବରୁ ହୋଇସାରିଛନ୍ତି ୧୩ଥର

ନୂଆଦିଲ୍ଲୀ: ନୋବେଲ ପୁରସ୍କାର ବିଜେତା ନର୍ଗିସ୍ ମହମ୍ମଦୀ ଏବେ ଚର୍ଚ୍ଚାରେ ରହିଛନ୍ତି।...

Related Articles

Popular Categories