www.samajalive.in
Monday, December 15, 2025
26.1 C
Bhubaneswar

ରେଲୱେ ଟ୍ରାକରେ ଛିଣ୍ଡିଲା ଓଭରହେଡ୍‌‌ ତାର

ଭଦ୍ରକ: ଭଦ୍ରକ ଷ୍ଟେସନ ନିକଟ ତାରିଣୀ ଫାଟକ ପାଖରେ ଅଘଟଣ। ରେଲୱେ ଟ୍ରାକରେ ଓଭରହେଡ୍‌‌ ତାର ଛିଣ୍ଡିବା ସହିତ ସହ ବିଦ୍ୟୁତ ଖୁଣ୍ଟ ଭାଙ୍ଗି ଯାଇଥିବା ସୂଚନା ମିଳିଛି। ଓଭରହେଡ୍‌‌ ତାର ଛିଣ୍ଡିବାରୁ ଯାନ୍ତ୍ରିକ ତ୍ରୁଟି ଦେଖାଦେଇଛି। ଫଳରେ ଏକାଧିକ ଟ୍ରେନ ଅଟକିଥିବା ଜଣାପଡ଼ିଛି।

 

- Advertisement -

ଭଦ୍ରକ, ବାଉଦପୁର ଓ ସୋର ଷ୍ଟେସନରେ ଟ୍ରେନଗୁଡ଼ିକ ଅଟକି ରହିଛି। ଘଣ୍ଟାଏରେୁ ଅଧିକ ସମୟ ଧରି ଟ୍ରେନଗୁଡ଼ିକ ଅଟକି ରହିଥିବାବେଳେ ଯାତ୍ରୀମାନେ ହନ୍ତସନ୍ତ ହେଉଥିବା ଜଣାପଡ଼ିଛି।

Hot this week

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା...

Related Articles

Popular Categories