www.samajalive.in
Friday, December 12, 2025
27.1 C
Bhubaneswar

୧୭୫୫ ଅମ୍ଳଜାନ ଉତ୍ପାଦନ କେନ୍ଦ୍ର ସ୍ଥାପନ ପାଇଁ ୭୩୦୦ କୋଟି ଅନୁମୋଦନ

ନୂଆଦିଲ୍ଲୀ: ଦେଶରେ ଡାକ୍ତରୀ ଅମ୍ଳଜାନର ଆବଶ୍ୟକତା ପୂରଣ ନିମନ୍ତେ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ୭୩୦୦ କୋଟି ଟଙ୍କା ଅନୁମୋଦନ କରିଛନ୍ତି। ଏହି ଅର୍ଥରେ ଦେଶରେ ୧୭୫୫ଟି ଅମ୍ଳଜାନ ଉତ୍ପାଦନ କେନ୍ଦ୍ର ସ୍ଥାପନ କରାଯିବ। ମନ୍ତ୍ରଣାଳୟର କହିବା ଅନୁଯାୟୀ ଅଗଷ୍ଟ ଶେଷ ସୁଦ୍ଧା ଏହିସବୁ ଅମ୍ଳଜାନ କେନ୍ଦ୍ର କାର୍ଯ୍ୟକ୍ଷମ ହେବ। ଏପରି କି ୩୫୦ଟି ଅମ୍ଳଜାନ କେନ୍ଦ୍ର କାର୍ଯ୍ୟକ୍ଷମ ହୋଇସାରିଛି। କରୋନା ମହାମାରୀ ମୁକାବିଲା ନିମନ୍ତେ କେନ୍ଦ୍ର କ୍ୟାବିନେଟ ଅନୁମୋଦନ କରିଥିବା ୨୩,୦୦୦ କୋଟିର କୋଭିଡ ସହାୟତା ପାଣ୍ଠିରୁ ଏହି ଅର୍ଥ ଦିଆଯାଇଛି। ଏହି କୋଭିଡ୍ ସହାୟତା ପାଣ୍ଠିରେ ଆରଟି-ପିସିଆର କିଟ୍‌, ଶିଶୁଙ୍କ ପାଇଁ ଆଇସିୟୁ ଶଯ୍ୟା, ଔଷଧ, ଭେଣ୍ଟିଲେଟର, ଅକ୍ସିମିଟର ଆଦି କ୍ରୟ କରାଯିବ।

Hot this week

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ୪ଜଣଙ୍କୁ ବହିଷ୍କାର କଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳବସ୍ଥା ଘଟଣାରେ ଡିଜିସିଏ...

ଭିଜିଲାନ୍ସ ନାଁରେ ଓଏଏସ୍‌ ଙ୍କୁ ଠକେଇ, ଦୁଇ ଗିରଫ

ରାଉରକେଲା : ନିଜକୁ ଭିଜିଲାନ୍ସ ଅଧିକାରୀ କହି ଠକେଇ ଅଭିଯୋଗରେ ଦୁଇ...

ବାର୍ବି କ୍ୟୁ ନେସନ୍‌ରେ ନିମ୍ନମାନର ଖାଦ୍ୟ, ଲାଗିଲା ଜରିମାନା…

ନୂଆଦିଲ୍ଲୀ : ଯଦି ଆପଣ ଖାଦ୍ୟ ପ୍ରିୟ ଏବଂ ଭାବୁଛନ୍ତି ଯେ...

ଝାଡ଼ଖଣ୍ଡରେ ଆତଙ୍କବାଦୀ ସନ୍ଦିଗ୍ଧଙ୍କ ଘରେ ଏନଆଇଏ ରେଡ

ସମାଜ ଲାଇଭ ଡେସ୍କ : ଝାଡ଼ଖଣ୍ଡ ହଜାରିବାଗ ଅଞ୍ଚଳରେ ଆଇଏସଆଇଏସ ଆତଙ୍କି...

ମଣ୍ଡି ଅଚଳାବସ୍ଥା : ତାତିଲେ ଚାଷୀ

ନୂଆପଡ଼ା: ନୂଆପଡା ଜିଲ୍ଲାରେ ଖରିଫ୍‌ ମଣ୍ଡିରେ ଅଚଳାବସ୍ଥା ଲାଗିରହିଛି। ଜିଲ୍ଲାରେ ଗତ...

Related Articles

Popular Categories