www.samajalive.in
Monday, December 15, 2025
17.1 C
Bhubaneswar

ପାପଡାହାଣ୍ଡିରେ ଧାନ ମଣ୍ଡି ଉଦଘାଟିତ

ପାପଡାହାଣ୍ଡି :  ପାପଡାହାଣ୍ଡି ବ୍ଲକର ଦଳେଇଗୁଡା ଠାରେ ସୋମବାର ଧାନ ମଣ୍ଡିର ଉଦଘାଟନ ହୋଇଛି। ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଡାବୁଗାଁ ବିଧାୟକ ମନୋହର ରନ୍ଧାରି, ବ୍ଲକ ଉପାଧକ୍ଷ ତ୍ରିନାଥ ପ୍ରଧାନ, ପୂର୍ବତନ ବ୍ଲକ ଅଧକ୍ଷ ସୋମନାଥ ବିଶୋଇ, ଶିବ ପ୍ରସାଦ ଅଗ୍ରୱାଲ, ସୁକେଶ ବେହରା ପ୍ରମୁଖ ଯୋଗଦେଇଥିଲେ । ମଣ୍ଡିରେ ପ୍ରାୟ ୧୫୦୦ କୁଇଣ୍ଟାଲ ଧାନ କ୍ରୟ କରାଯାଇଥିଲା। ଆରଏମସି ସୁପରଭାଇଜର ରାଜେନ୍ଦ୍ର ମିଶ୍ର, ଏମଆଇ ପ୍ରିୟ ରଞ୍ଜନ ନାୟକଙ୍କ ଉପସ୍ଥିତିରେ ଧାନର ମାନ ଯାଞ୍ଚ କରି ଧାନ କ୍ରୟ କରାଯାଇଥିଲା।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories