www.samajalive.in
Saturday, December 6, 2025
16.1 C
Bhubaneswar

୨୮ପରେ ମଧ୍ୟ ମଣ୍ଡିରେ ଧାନ ସଂଗ୍ରହ ପ୍ରକ୍ରିୟା ଜାରି ରହିବ : ଯୋଗାଣ ସଚିବ

ଭୁବନେଶ୍ବର : ରାଜ୍ୟରେ ଆସନ୍ତ ୨୮ତାରିଖ ପରେ ମଧ୍ୟ ଧାନ ସଂଗ୍ରହ ପ୍ରକ୍ରିୟା ଜାରି ରହିବ। ଚାଷୀ ବିକ୍ରି କରିବାକୁ ଚାହୁଁଥିବା ଯାଏ ଧାନ କିଣା ଜାରି ରହିବ ବୋଲି ଯୋଗାଣ ବିଭାଗ ପକ୍ଷରୁ କୁହାଯାଇଛି । ଧାନ କିଣାରେ ଖିଲାପ କଲେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଯୋଗାଣ ବିଭାଗ ପକ୍ଷରୁ ନିର୍ଦେଶ ଦିଆଯାଇଛି । ଏ ନେଇ ୧୯ଟି ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ଯୋଗାଣ ସଚିବ କଡ଼ା ଚିଠି ଲେଖିଛନ୍ତି ।

ପୂର୍ବରୁ ଆସନ୍ତା ୨୮ତାରିଖ ପର୍ଯ୍ୟନ୍ତ ମଣ୍ଡିରୁ ଖରିଫ ଧାନ ସଂଗ୍ରହ କରାଯିବ ବୋଲି ସରକାର ନିଷ୍ପତ୍ତି ନେଇଥିଲେ। ଚାଷୀଙ୍କୁ ଟୋକନ୍ ଦେବାକୁ ସବୁ ପାକ୍ସ ମାନଙ୍କୁ ନିର୍ଦେଶ ଦିଆଯାଇଛି । ସେହିପରି ମଣ୍ଡିରେ ଧାନ ସଂଗ୍ରହ ପ୍ରକ୍ରିୟାରେ କିଛି ଖିଲାପ ଦେଖିଲେ କାର୍ଯ୍ୟାନୁଷ୍ଠାନ ନେବାକୁ ନିର୍ଦେଶ ଦିଆଯାଇଛି ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories