www.samajalive.in
Monday, December 15, 2025
14.1 C
Bhubaneswar

ଚାଷୀଙ୍କଠାରୁ ୫୬ଲକ୍ଷ ୬୭ହଜାର କୁଇଣ୍ଟାଲ ଧାନ କ୍ରୟ କରାଯାଇଛି : ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ

ଭୁବନେଶ୍ବର : ରାଜ୍ୟରେ ଏପର୍ଯ୍ୟନ୍ତ ୫୬ଲକ୍ଷ ୬୭ହଜାର କୁଇଣ୍ଟାଲ ଧାନ କ୍ରୟ କରାଯାଇଛି। ଚଳିତ ଖରିଫ ଋତୁରେ ୫୪ଲକ୍ଷ ମେଟ୍ରିକ ଟନ୍‍ ଧାନ କିଣା ପାଇଁ ସରକାର ଲକ୍ଷ୍ୟଧାର୍ଯ୍ୟ କରିଥିବାବେଳେ ସଂଗୃହୀତ ଧାନ ପରିମାଣ ତାହାକୁ ଟପିଯାଇଛି ବୋଲି ଖାଦ୍ୟ ଯୋଗାଣ ଓ  ଆଜି ବିଧାନସଭାରେ ପ୍ରକାଶ କରିଛନ୍ତି ।
ଏକ ପ୍ରଶ୍ନର ଉତ୍ତରରେ ମନ୍ତ୍ରୀ ଶ୍ରୀ ସ୍ୱାଇଁ କହିଛନ୍ତି ଧାନ ବିକ୍ରି କରିବାପାଇଁ ୧୪ଲକ୍ଷ ୭୨ହଜାର ଚାଷୀ ପଞ୍ଜୀକୃତ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୦ଲକ୍ଷରୁ ଅଧିକ ଚାଷୀ ଧାନ ବିକ୍ରିକରି ସାରିଲେଣି। ତେବେ ଯେଉଁ ଚାଷୀମାନଙ୍କର ଟୋକନ ଅବଧି ସରିଯାଇଛି, ସେମାନଙ୍କୁ ଆଉ ଏହା ମିଳିବନାହିଁ ବୋଲି ମନ୍ତ୍ରୀ ସ୍ପଷ୍ଟ କରିଛନ୍ତି। କେବଳ କେତେକ ସ୍ୱତନ୍ତ୍ର କ୍ଷେତ୍ରରେ ଏହା ହୋଇପାରିବ। ତେବେ କୌଣସି କ୍ଷେତ୍ରରେ ବ୍ୟବସାୟୀଙ୍କ ଧାନକୁ ସରକାର କିଣି ପାରିବେ ନାହିଁ ବୋଲି ମନ୍ତ୍ରୀ ଶ୍ରୀ ସ୍ୱାଇଁ କହିଛନ୍ତି।

Gender Female Male Other Required. cialis malaysia price Postcode this.

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories