ଭୁବନେଶ୍ୱର: ପଦ୍ମଶ୍ରୀ କମଳା ପୂଜାରୀ ଗୁରୁତର ଅସୁସ୍ଥ ହୋଇଛନ୍ତି । ଗତ ରବିବାର ଦିନ ସେ ଅସୁସ୍ଥ ହେବା ପରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଥିଲେ । ପରେ ତାଙ୍କର ସ୍ୱାସ୍ଥ୍ୟାବସ୍ଥାରେ ସୁଧାର ନଆସିବାରୁ ତାଙ୍କୁ କଟକ ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି ।
Popular Categories

Hot this week

‘The Samaja’, the synonym of newspapers in Odisha – a mass circulated and widely read Odia daily has completed ‘Hundred Five‘ years of its glorious publication. Founded in 1919 by a great visionary, nationalist and freedom fighter, Utkalamani Pandit Gopabandhu Das.. Read More
Get important news delivered directly to your inbox and stay connected!