www.samajalive.in
Monday, December 15, 2025
26.1 C
Bhubaneswar

ପଦ୍ମ ବିଜେତାଙ୍କୁ ମାସକୁ ମିଳିବ ୨୫ ହଜାର ଟଙ୍କା

ଭୁବନେଶ୍ବର: ପଦ୍ମ ବିଜେତାଙ୍କୁ ମାସକୁ ୨୫ ହଜାର ଟଙ୍କା ମିଳିବା ନେଇ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଅପ୍ରେଲ ୨୦୨୪ରୁ ଓଡିଶାର କୃତୀ ସନ୍ତାନମାନଙ୍କୁ ଏହା ପ୍ରଦାନ କରାଯିବ । ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ତରଫରୁ ସୂଚନା ଦିଆଯାଇ କୁହାଯାଇଛି ଯେ, ପଦ୍ମ ପୁରସ୍କାର ଦେଶର ଗୌରବମୟ ବେସାମରିକ ସମ୍ମାନ।  ବିଭିନ୍ନ କ୍ଷେତ୍ରରେ ଦେଶକୁ ଗୌରବାନ୍ବିତ କରିଥିବା ବ୍ୟକ୍ତିବିଶେଷଙ୍କୁ ଏହି ସମ୍ମାନ ମିଳିଥାଏ। ସମାଜକୁ ସେମାନଙ୍କ ବଳିଷ୍ଠ ଅବଦାନର ସ୍ବୀକୃତି ସ୍ବରୂପ ମୁଖ୍ୟମନ୍ତ୍ରୀ ମାସକୁ ୨୫ ହଜାର ଟଙ୍କା ଲେଖାଏଁ ଅର୍ଥ ସମ୍ମାନ ରାଶି ପ୍ରଦାନ କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି।  ଚଳିତ ବର୍ଷ ଅପ୍ରେଲ ମାସ ଠାରୁ ଏହି ସମ୍ମାନ ରାଶି ପ୍ରଦାନ କରାଯିବା ନେଇ ସୂଚନା ରହିଛି।

Hot this week

ମୋକିମଙ୍କୁ ବହିଷ୍କାର ଘଟଣାକୁ ନେଇ ମୁହଁ ଖୋଲିଛନ୍ତି : ନିରଞ୍ଜନ

ସମାଜ ଡିଜିଟାଲ ଡେସ୍କ: ବରିଷ୍ଠ ନେତା ମହମ୍ମଦ ମୋକିମଙ୍କୁ କଂଗ୍ରେସ ପ୍ରାଥମିକ...

୪୮ ଘଣ୍ଟାରେ ୨୦୧ କିମି ଚାଲି ରେକର୍ଡ କଲେ ଓଡ଼ିଆ ପୁଅ ସୁମିତ

ସମାଜଲାଇଭ ଡେସ୍କ: ଦୃଢ଼ ସଙ୍କଳ୍ପ ଏବଂ ଇଚ୍ଛାଶକ୍ତି ମଣିଷକୁ ସଫଳତାର ମାର୍ଗ...

ଦାୟିତ୍ଵ ନେଲେ ନିତିନ

ସମାଜଲାଇଭ ଡେସ୍କ: ବିଜେପିର ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି ଭାବେ ସୋମବାର ଦାୟିତ୍ଵ...

ଜୋର୍ଡାନରେ ପ୍ରଧାନମନ୍ତ୍ରୀ ମୋଦୀ

ସମାଜଲାଇଭ ଡେସ୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତ୍ରିରାଷ୍ଟ୍ରୀୟ ଗସ୍ତରେ ଯାଇ ସୋମବାର...

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

Related Articles

Popular Categories