www.samajalive.in
Sunday, December 7, 2025
18.1 C
Bhubaneswar

ଡିସେମ୍ବର ୫ରେ ପଦ୍ମପୁର ଉପନିର୍ବାଚନ

ଭୁବନେଶ୍ୱର: ପଦ୍ମପୁର ଉପନିର୍ବାଚନ ପାଇଁ ବିଧିବଦ୍ଧ ଭାବେ ତାରିଖ ଘୋଷଣା ହୋଇଛି । ପଦ୍ମପୁର ବିଧାୟକ ବିଜୟ ରଞ୍ଜନ ସିଂ ବରିହାଙ୍କ ଦେହାନ୍ତ ପରେ ଏହି ଆସନ ଖାଲି ପଡ଼ିଥିବା ବେଳେ, ଡିସେମ୍ବର ୫ ତାରିଖରେ ପଦ୍ମପୁର ଉପନିର୍ବାଚନ ହେବ । ନଭେମ୍ବର ୧୦ ତାରିଖରେ ପଦ୍ମପୁର ଉପନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇବ । ସେହିପରି ନଭେମ୍ବର ୧୭ ତାରିଖ​‌ରେ ପ୍ରାର୍ଥୀ ମାନେ ନାମାଙ୍କନ ଦାଖଲ କରିବାର ତାରିଖର ଶେଷ ଦିନ ରହିଛି । ୧୮ ତାରିଖରେ ପ୍ରାର୍ଥିପତ୍ର ଯାଞ୍ଚ କରାଯିବ । ୨୧ ତାରିଖରେ ପ୍ରାର୍ଥୀ ମାନେ ପ୍ରାର୍ଥିପତ୍ର ପତ୍ୟାହର କରିବା ନେଇ ଶେଷ ତାରିଖ ବୋଲି କୁହାଯାଇଛି । ଡିସେମ୍ବର ୫ ତାରିଖରେ ଭୋଟିଂ ଥିବା ବେଳେ, ୮ ତାରିଖରେ ଭୋଟ୍‌ ଗଣତି କରାଯିବ ।

Hot this week

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

Related Articles

Popular Categories