ବାଇକ ଦୁର୍ଗଟଣା, ୩ ମୃତ

ପଦ୍ମପୁର: ମହୁଲପାଲି ବ୍ରିଜରେ ବାଇକ ଦୁର୍ଘଟଣାରେ ୩ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି।ବଦେନବାହାଲ ଗାଁରୁ କ୍ରିକେଟ ମ୍ୟାଚ ଦେଖି ଫେରିବାବେଳେ ଘଟିଥିବା  ଏହି ମର୍ମନ୍ତୁଦ ଦୁର୍ଘଟଣାରେ ୩ ଜଣଙ୍କ ଜୀବନ ଯାଇଛି । ଭାରସାମ୍ୟ ହରାଇ ବାଇକ ସହ ଘୋଷାଡ଼ି ହୋଇପଡ଼ିବାରୁ ୩ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି।

Comments are closed.