www.samajalive.in
Saturday, December 6, 2025
15.1 C
Bhubaneswar

ପଦ୍ମପୁରକୁ ମିଳିବ ଜିଲା ମାନ୍ୟତା; ପ୍ରତିଶ୍ରୁତି ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ପଦ୍ମପୁରକୁ ଜିଲା ମାନ୍ୟତା ପାଇଁ ପ୍ରତିଶ୍ରୁତି ମିଳିଛି। ମୁଖ୍ୟମନ୍ତ୍ରୀ ଏନେଇ ପ୍ରତିଶ୍ରୁତି ଦେଇଥିବା କ୍ରିୟାନୁଷ୍ଠାନ କମିଟି ସଦସ୍ୟ ସୂଚନା ଦେଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ସହ କ୍ରିୟାନୁଷ୍ଠାନ କମିଟି ବୈଠକ ପରେ ଏହି ସୂଚନା ମିଳିଛି। ୨୦୨୩ ଡିସେମ୍ବର ୩୧ ସୁଦ୍ଧା ପଦ୍ମପୁରକୁ ଜିଲା ମାନ୍ୟତା ମିଳିବା ନେଇ ମୁଖ୍ୟମନ୍ତ୍ରୀ ପ୍ରତିଶ୍ରୁତି ଦେଇଥିବା କହିଛି କ୍ରିୟାନୁଷ୍ଠାନ କମିଟି।

କମିଟି ସଦସ୍ୟ କହିଛନ୍ତି ଯେ, ଆଲୋଚନା ସଫଳ ହୋଇଛି। ଡିସେମ୍ବର ୨୦୨୩ ସୁଦ୍ଧା ପଦ୍ମପୁର ଜିଲ୍ଲା ଗଠନ କରିବା ପାଇଁ ମୁଖ୍ୟମନ୍ତ୍ରୀ ପ୍ରତିଶ୍ରୁତି ଦେଇଛନ୍ତି। ଆଗାମୀ ପଦ୍ମପୁର ଉପନିର୍ବାଚନରେ ବିଜେଡି ତା’ର ଇସ୍ତାହାରରେ ଏହାକୁ ସ୍ଥାନିତ କରିବ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories