ପଦ୍ମଶ୍ରୀ ରଜତ କରଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ସମ୍ମାନ ସହ କରାଯିବ: ମୁଖ୍ୟମନ୍ତ୍ରୀ .

ଭୁବନେଶ୍ୱର: ପଦ୍ମଶ୍ରୀ ସ୍ବର୍ଗତ ରଜତ କରଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ସମ୍ମାନର ସହ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରଛନ୍ତି। ସୂଚନା ଯୋଗ୍ୟ ଯେ ଆଜି ସନ୍ଧ୍ୟା ରେ ପଦ୍ମଶ୍ରୀ ରଜତ କରଙ୍କ ପରଲୋକ ହୋଇଯାଇଛି।

prayash

ବିଶିଷ୍ଟ ଶିକ୍ଷାବିତ୍, ଜଗନ୍ନାଥ ସଂସ୍କୃତିର ପ୍ରବକ୍ତା, ଭଞ୍ଜ ସାହିତ୍ୟର ବ୍ୟାଖାକାର, ସୁସାହିତ୍ୟିକ, ସୁବକ୍ତା ତଥା ଜଣାଶୁଣା ଆଧ୍ୟାତ୍ମିକ ପ୍ରବଚକ ଡ. ରଜତ କୁମାର କରଙ୍କ ଆଜି ପରଲୋକ ହୋଇଯାଇଛି। ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ୮୮ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଛି ବୋଲି ପୁଅ ରଞ୍ଜିତ କର ସୂଚନା ଦେଇଛନ୍ତି।

 

kalyan agarbati

Comments are closed.