www.samajalive.in
Monday, December 15, 2025
24.1 C
Bhubaneswar

ନୀରପେକ୍ଷ ତଦନ୍ତ ପାଇଁ ପାକିସ୍ତାନର ପ୍ରସ୍ତାବ

ନୂଆଦିଲ୍ଲୀ : ପହଲଗାମ୍ ହମ୍‌ଲା ପରେ ଭାରତର ଆକ୍ସନ ନେଇ ଛାନିଆ ହେଲା ପାକିସ୍ତାନ ।  ନୀରପେକ୍ଷ ତଦନ୍ତ ପାଇଁ ପ୍ରସ୍ତାବ ଦେଇଛନ୍ତି ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ୍ ସରିଫ୍। ଆରମ୍ଭ ରୁ ତୋଡ ଦେଖାଉଥିବା ପାକ୍ ଏବେ ନରମିଛି। ସିନ୍ଧୁ ଜଳଚୁକ୍ତି ସ୍ଥଗିତ ପରେ ଏବେ ଭାରତର ଶରଣରେ ପଶିଛି ପାକିସ୍ତାନ। ହମ୍‌ଲାର ୪ ଦିନ ପରେ ଉପାୟଶୂନ୍ୟ ପାକ୍ ପ୍ରଧାନମନ୍ତ୍ରୀ ଶେହବାଜ୍ ସରିଫ୍ ନୀରପେକ୍ଷ ତଦନ୍ତ ପାଇଁ ପ୍ରସ୍ତାବ ଦେଇଛନ୍ତି। ନିରପେକ୍ଷ ତଦନ୍ତ ପାଇଁ ଆମେ ସମସ୍ତ ସହଯୋଗ କରିବା ପାଇଁ ପ୍ରସ୍ତୁତ ବୋଲି ଶେହବାଜ୍ କହିଛନ୍ତି।

Hot this week

ମାଲକାନଗିରିରେ ସ୍ଵାଭାବିକ ହେଲା ଇଣ୍ଟରନେଟ୍

ମାଲକାନଗିରି: ମାଲକାନଗିରିରେ ହିଂସାର ୮ ଦିନ ପରେ ସ୍ଵାଭାବିକ ହେଲା...

ବୈଜୟନ୍ତ ପଣ୍ଡାଙ୍କୁ ଆସାମ ନିର୍ବାଚନ ଦାୟିତ୍ଵ

ସମାଜ ଲାଇଭ ଡ଼େସ୍କ : କେନ୍ଦ୍ରାପଡ଼ା ସାଂସଦ ବୈଜୟନ୍ତ ପଣ୍ଡାଙ୍କୁ ପୁଣି...

କେନାଲ ଖୋଳକୁ ନେଇ ଉତ୍ତେଜନା: ପୁଲିସ ସହ ଧସ୍ତାଧସ୍ତି

ବ୍ରହ୍ମଗିରି: ବ୍ରହ୍ମଗିରି ହରିଦାସ ଗାଁରେ କେନାଲ ଖୋଳାକୁ ନେଇ ପ୍ରବଳ ଉତ୍ତେଜନା...

ନିଷ୍ପତ୍ତି ଉପରେ ଆଉ ଥରେ ବିଚାର କରିବା ଉଚିତ- ନରସିଂହ ମିଶ୍ର

ସମାଜ ଡିଜିଟାଲ ଡେସ୍କ: କଂଗ୍ରେସରୁ ବରିଷ୍ଠ ନେତା ମହମ୍ମଦ ମୋକିମଙ୍କୁ ବହିଷ୍କୃତ...

ମିଥ୍ୟା ପିନ୍ଧିଥାଏ ବସନ….

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାୟିତ୍ୱ ନେବା ପରଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ...

Related Articles

Popular Categories