www.samajalive.in
Saturday, December 6, 2025
23.1 C
Bhubaneswar

ଆରମ୍ଭ ହେଲା ପହଣ୍ଡି; ବିରାଜିଲେ ଶ୍ରୀସୁଦର୍ଶନ, ଆସୁଛନ୍ତି ବଡଠାକୁର

ସମାଜ ଡିଜିଟାଲ ଡେସ୍କ: ପବିତ୍ର ରଥଯାତ୍ରାରେ ଭକ୍ତିମୟ ହୋଇଛି ଶ୍ରୀକ୍ଷେତ୍ର । ଶୂନ୍ୟ ପହଣ୍ଡିରେ ଆସି ଦେବଦଳନ ରଥରେ ବିରାଜିଛନ୍ତି ଚକ୍ରରାଜ ଶ୍ରୀସୁଦର୍ଶନ । ଦେବୀ ସୁଭଦ୍ରାଙ୍କ ରଥ ଦେବଦଳନ । ଏହାପରେ ଧାଡି ପହଣ୍ଡିରେ ଆସୁଛନ୍ତି ବଡଠାକୁର ଶ୍ରୀବଳଭଦ୍ର । ଘଣ୍ଟଘଣ୍ଟା ଓ ଶଙ୍ଖ ନାଦରେ କମ୍ପୁଛି ଶ୍ରୀମନ୍ଦିର । ରଥଯାତ୍ରା ପାଇଁ ଜନସମୁଦ୍ର ପାଲଟିଛି ଶ୍ରୀକ୍ଷେତ୍ର ଧାମ । କାହିଁ କେଉଁ ଦୂରଦୂରାନ୍ତରୁ ଧାଇଁ ଆସିଛନ୍ତି ଲକ୍ଷାଧିକ ଭକ୍ତ । ସକାଳ ୯ଟାରେ ସକାଳ ଧୂପ, ରଥ ପ୍ରତିଷ୍ଠା, ୯ଟା ୧୫ରେ ମଙ୍ଗଳାର୍ପଣ ଶେଷ ହେବା ପରେ ପହଣ୍ଡି ଆରମ୍ଭ ହୋଇଥିଲା ।

Hot this week

ବିଜେପିରେ ମିଶିବେ ବିଜେଡିର ଦୁଇ ନେତା !

ଭୁବନେଶ୍ଵର: ବିଜେଡିର ଦୁଇ ନେତା ବିଜେପିରେ ମିଶିବାକୁ ଯାଉଛନ୍ତି। ପୂର୍ବତନ ମନ୍ତ୍ରୀ...

ଅତିରିକ୍ତ ସୁରକ୍ଷା ଜମା ଆଦାୟ ନେଇ ବିଦ୍ୟୁତ ଉପଭୋକ୍ତା ମହାସଂଘ କ୍ଷୋଭ

ଭୁବନେଶ୍ୱର: ବିଦ୍ୟୁତ ଗ୍ରାହକଙ୍କ ଠାରୁ ଅତିରିକ୍ତ ସୁରକ୍ଷା ଜମା ଆଦାୟ ନେଇ...

ଶିଶୁଙ୍କ ସୁନ୍ଦରତା ସହିପାରିଲାନି : ଏମିତି କରିଲା ନିଜ ପିଲାଙ୍କୁ ହତ୍ୟା

ସମାଜ ଡିଜିଟାଲ ଡେସ୍କ: ସେ ବୋଧହୁଏ ଦେଶର ପ୍ରଥମ ମହିଳା ସିରିଏଲ୍...

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

Related Articles

Popular Categories