www.samajalive.in
Tuesday, December 9, 2025
16.1 C
Bhubaneswar

ରାସ୍ତାରୁ ରକ୍ତାକ୍ତ ଅବସ୍ଥାରେ ଯୁବକଙ୍କ ମୃତଦେହ ଉଦ୍ଧାର: ହତ୍ୟା ସନ୍ଦେହ

ପଦ୍ମପୁର: ବରଗଡ ଜିଲ୍ଲା ପାଇକମାଳ ଥାନା ମାଣ୍ଡୋସିଲି ଗାଁରେ ଅଭାବନୀୟ ଘଟଣା ଘଟିଛି।  ରାସ୍ତାରୁ ରକ୍ତାକ୍ତ ଅବସ୍ଥାରେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ ମାଣ୍ଡୋସିଲି ଗାଁର ହୋଇଥିବା ସୂଚନା ମିଳିଛି। ଆଜି ସକାଳେ କିଛି ସ୍ଥାନୀୟ ଲୋକ ରାସ୍ତାରେ ଯାଉଥିବା ବେଳେ ରକ୍ତ ଜୁଡୁବୁଡୁ ଅବସ୍ଥାରେ ମୃତଦେହ ପଡିଥିବା ଦେଖିବାକୁ ପାଇଥିଲେ । ପରେ ଖବର ଦେବା ପରେ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଅଧିକ ଛାନଭିନ୍ ଜାରି ରଖିଛି। ମଙ୍ଗବାର ବିଳମ୍ବିତ ରାତିରେ ଯୁବକ ଜଣଙ୍କୁ କେହି ହତ୍ୟା କରି ଫିଙ୍ଗି ଦେଇଥିବା ସନ୍ଦେହ କରାଯାଉଛି।

Hot this week

ମଙ୍ଗଳବାର ରାଶିଫଳ: ଭାଗ୍ୟ ଡୋରିକୁ ନିଜ ହାତରେ ରଖିବେ, ବ୍ୟବସାୟରୁ ପ୍ରଚୁର ଲାଭ ହେବ

ମେଷ: ସୁଖଦା, ସତ୍‌ଚରିତ୍ରା, ପତିବ୍ରତା ସହଧର୍ମିଣୀଙ୍କ ପରାମର୍ଶ ଉପାଦେୟ ହେବ। ବିଭିନ୍ନ ସୂତ୍ରରୁ...

ଟଙ୍କାର ବିନିମୟ ମୂଲ୍ୟ ଆଉ ୧୬ ପଇସା କମିଲା

ନୂଆଦିଲ୍ଲୀ, ୮ା୧୨: ସୋମବାର ଆମେରିକୀୟ ଡଲାର ତୁଳନାରେ ଟଙ୍କା ୧୬ ପଇସା...

କଟାମୁଣ୍ଡ ପାଇଁ ଲଙ୍କାକାଣ୍ଡ: ଏମଭି -୨୬ ଗାଁ ଛାରଖାର

ମାଲକାନଗିରି/କୋରୁକୋଣ୍ଡା: ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ ଅନ୍ତର୍ଗତ ପୋଟେରୁ ନଦୀର ଡୁଡାମେଟଲା...

ଆଜି ବାରବାଟୀ ମହାସମର: ଦକ୍ଷିଣ ଆଫ୍ରିକାକୁ ଟକ୍କର ଦେବ ଭାରତ

କଟକ: କ୍ରିକେଟ୍‌ ମହାସମର ପାଇଁ ବାରବାଟୀ ପ୍ରସ୍ତୁତ। ଏବେ କେବଳ ମୁକାବିଲାକୁ...

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

Related Articles

Popular Categories