www.samajalive.in
Saturday, December 6, 2025
14.1 C
Bhubaneswar

ପୁଣି ଜନନୀ ଯନ୍ତ୍ରଣା, ଭାରରେ ଦେଢ କିମି ବୁହା ହେଲେ ଜନନୀ

ମାଲକାନଗିରି : ରାଜ୍ୟରେ ବାରମ୍ବାର ଜନନୀ ଯନ୍ତ୍ରଣା ଦେଖାଯାଉଛି। ମାଲକାନଗିରି ଜିଲା ମାଥିଲି ବ୍ଲକ ଧୁଙ୍ଗିଆପୁଟ ଗ୍ରାମରେ ଜଣେ ମହିଳା ଜନନୀ ଯନ୍ତ୍ରଣା ଅନୁଭବ କରିଥିଲେ। ପରିବାର ଲୋକେ ତାଙ୍କୁ ମେଡ଼ିକାଲ ନେବା ପାଇଁ ଆମ୍ବୁଲାନ୍ସକୁ ଫୋନ କରିଥିଲେ। ମାତ୍ର ଗାଁକୁ ସଠିକ ରାସ୍ତା ନଥିବାରୁ ଆମ୍ବୁଲାନ୍ସ ଗାଁ ଭିତରକୁ ଯାଇପାରିନଥିଲା। ଫଳରେ ପରିବାର ଲୋକେ ମହିଳାଙ୍କୁ ବେଙ୍ଗପାଣିରୁ ବାଡ଼ନିଗୁଡ଼ା ଯାଏଁ ପ୍ରାୟ ଦେଢ କିମି ଭାରରେ ବୋହି ଥିଲେ। ସେଠାରୁ ତାଙ୍କୁ ମାଲାକାନଗିରି ମେଡ଼ିକାଲକୁ ନିଆଯାଇଥିବା ସୂଚନା ମିଳିଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories