www.samajalive.in
Sunday, December 7, 2025
18.1 C
Bhubaneswar

ଉରୀରେ ପାକିସ୍ତାନର ଯୁଦ୍ଧବିରତି ଉଲ୍ଲଂଘନ, ଗୁଳିମାଡ଼ରେ ୭ ଭାରତୀୟ ନାଗରିକ ଆହତ

ଜାମ୍ମୁ: ପୁଲୱାମା ଆକ୍ରମଣ ପରଠାରୁ ପାକିସ୍ତାନ ପକ୍ଷରୁ ସୀମାନ୍ତରେ ଯୁଦ୍ଧବିରତି ଉଲ୍ଲଂଘନ ଜାରି ରହିଛି। ଗୁରୁବାର ରାତିରେ ଜାମ୍ମୁ-କାଶ୍ମୀରର ଉରୀ ସେକ୍ଟରରେ ପାକିସ୍ତାନ ସେନା ଯୁଦ୍ଧବିରତି ଉଲ୍ଲଂଘନ କରିଛି। ନିୟମତି ବ୍ୟବଧାନରେ ପାକ୍‌ ସେନା ଭାରତ ପଟକୁ ଗୁଳିମାଡ଼ କରୁଛନ୍ତି। ଶୁକ୍ରବାର ସୁଦ୍ଧା ଗୁଳିମାଡ଼ ଜାରି ରହିଛି। ଏଥିରେ ୭ ଭାରତୀୟ ନାଗରିକ ଆହତ ହୋଇଛନ୍ତି। ଭାରତୀୟ ସେନା ପକ୍ଷରୁ ମଧ୍ୟ ପାକ୍‌ ସେନାକୁ କଡ଼ା ଜବାବ ଦିଆଯାଉଛି। ପାକ୍‌ ସେନାର ବାରମ୍ବାର ଯୁଦ୍ଧବିରତି ଉଲ୍ଲଂଘନ ଯୋଗୁ ସୀମାନ୍ତରେ ଉଭୟ ଦେଶର ଯବାନଙ୍କ ମଧ୍ୟରେ ଉତ୍ତେଜନା ଲାଗି ରହିଛି।

Hot this week

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା ଦାବି: ଗୁଣ୍ଡିଚା ମନ୍ଦିର ଆଗରେ ଧାରଣା ଦେଲେ ପୁରୀବାସୀ

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା କର। ଶ୍ରଦ୍ଧାଳୁ ସୁରୁଖୁରୁରେ କିପରି ମହାପ୍ରଭୁଙ୍କ...

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

Related Articles

Popular Categories