www.samajalive.in
Friday, December 12, 2025
14.1 C
Bhubaneswar

ଭାରତର ଆକ୍ରମଣ ପରେ ପାକିସ୍ତାନର ଜରୁରୀ ବୈଠକ

ଇସଲାମାବାଦ: ଭାରତୀୟ ବାୟୁସେନା ପକ୍ଷରୁ ପାକିସ୍ତାନ ଅଧିକୃତ କାଶ୍ମୀର(ପିଓକେ) ଉପରେ ଆକାଶମାର୍ଗରୁ ବିମାନ ଆକ୍ରମଣ କରାଯିବା ପରେ ପାକିସ୍ତାନ ଚିନ୍ତାରେ ପଡ଼ିଯାଇଛି। ଆକ୍ରମଣ ପରେ ପାକିସ୍ତାନ ବୈଦେଶିକ ମନ୍ତ୍ରଣାଳୟ ପକ୍ଷରୁ ଜରୁରୀ ବୈଠକ ଡକାଯାଇଛି। ପାକିସ୍ତାନ ବୈଦେଶିକ ମନ୍ତ୍ରୀ ଶାହ ମେହମ୍ମୁକ କ୍ୟୁରେଶୀ ଜରୁରୀ ବୈଠକ ଡକାଇ ସୁରକ୍ଷା ସମ୍ପର୍କରେ ଆଲୋଚନା କରିଥିବା ଜଣାପଡ଼ିଛି। ଭାରତର ଆକ୍ରମଣ ପରେ ପାକିସ୍ତାନ କି ପଦକ୍ଷେପ ନେବ ସେନେଇ କ୍ୟୁରେଶୀ ପାକ୍‌ ସେନା ସହ ଆଲୋଚନା କରିଥିବା ସୂଚନା ମିଳିଛି।

Hot this week

ସାମାନ୍ୟ କମିଲା ସୁନାଦର

ନୂଆଦିଲ୍ଲୀ-ଭାରତରେ ସୁନା ମୂଲ୍ୟ ହ୍ରାସ ପାଇଛି। ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ସୁନାର...

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

Related Articles

Popular Categories