www.samajalive.in
Saturday, December 13, 2025
27.1 C
Bhubaneswar

ବ୍ଲାକଆଉଟ୍‌ ସମୟରେ ପାକ୍‌ ଦୂତାବାସ ଅଧିକାରୀଙ୍କ ସହ ଯୋଗାଯୋଗରେ ଥିଲେ ଜ୍ୟୋତି

ସମାଜ ଡିଜିଟାଲ ଡେସ୍କ: ପାକିସ୍ତାନ ପାଇଁ ଗୁପ୍ତଚରି କରିବା ଅଭିଯୋଗରେ ଗିରଫ ହୋଇଥିବା ମହିଳା ୟୁଟ୍ୟୁବର ଜ୍ୟୋତି ମାଲହୋତ୍ରା ଅପରେସନ ‘ସିନ୍ଦୂର’ରେ ବ୍ଲାକଆଉଟ୍ ସମୟରେ ପାକ୍‌ ଦୂତାବାସ ଅଧିକାରୀଙ୍କ ଯୋଗାଯୋଗରେ ରହିଥିଲେ। ଏପରି କି ଅପରେସନ ସିନ୍ଦୂରର ଦିନକ ପୂର୍ବରୁ ଅର୍ଥାତ ମେ ୬ରେ ବି ସେ ନୂଆଦିଲ୍ଲୀ ଯାଇ ସେଠାରେ ଅବସ୍ଥିତ ପାକ୍ ଦୂତାବାସ ଅଧିକାରୀ ଦାନିଶଙ୍କୁ ଭେଟିଥିଲେ। ଏହା ସହିତ ଅପରେସନ ଚାଲିବାର କିଛି ଦିନ ପର୍ଯ୍ୟନ୍ତ ସେ ଅନ୍ୟ ଅଧିକାରୀମାନଙ୍କ ସହିତ ବି ଯୋଗାଯୋଗରେ ରହିଥିଲେ।

ମେ ୧୩ ତାରିଖରୁ ବର୍ତ୍ତମାନ ସୁଦ୍ଧା ହରିୟାଣା ପୁଲିସ ଜ୍ୟୋତିଙ୍କ ସମେତ ପାନିପତରେ ସୁରକ୍ଷାକର୍ମୀ ଭାବେ ନିୟୋଜିତ ଉତ୍ତରପ୍ରଦେଶର ନଉମାନ ଇଲାହୀ, କଇଥାଲ ଅଞ୍ଚଳର ଦେବେନ୍ଦର ସିଂହ ଧିଲନ ଏବଂ ନୁହର ରାଜକା ଗ୍ରାମର ଅରମାନଙ୍କୁ ଗିରଫ କରିଥିଲା। ଏମାନେ ସମସ୍ତେ ପାକିସ୍ତାନ ପାଇଁ ଗୁପ୍ତଚର କାମରେ ଲିପ୍ତ ରହିଥିଲେ।

Hot this week

କିସ୍‌ରେ କେମିତି ହେଲା ଛାତ୍ର ଙ୍କ ମୃତ୍ୟୁ ? ସାଂଘାତିକ ଅଭିଯୋଗ ଆଣିଲେ ପରିବାର…

କେନ୍ଦୁଝର: ଭୁବନେଶ୍ଵର କିସ୍‌ରେ ଆଦିବାସୀ ଛାତ୍ରର ମୃତ୍ୟୁ ନେଇ କେନ୍ଦୁଝର ଜିଲାପାଳଙ୍କ...

ମହାନଦୀକୁ ହତ୍ୟା ଷଡ଼ଯନ୍ତ୍ର ଚାଲିଛି- ପ୍ରସନ୍ନ

ଭୁବନେଶ୍ୱର: ମହାନଦୀ ପ୍ରସଙ୍ଗର ବିରୋଧୀଦଳ ଉପନେତା ପ୍ରସନ୍ନ ଆଚାର୍ଯ୍ୟଙ୍କ ବଡ ବୟାନ...

ବିଜେପିରେ ଦିଲ୍ଲୀରୁ ହୁଏ ନିଷ୍ପତ୍ତି; ମୋ ସହିତ ଆଦୌ ପରାମର୍ଶ କରାଯାଏନାହିଁ

ସମାଜ ଡିଜିଟାଲ ଡେସ୍କ: ପଞ୍ଜାବରେ ବିଜେପି ରାଜନୀତି ସରଗରମ । ପୂର୍ବତନ...

ମେସିଙ୍କୁ ଦେଖିବାକୁ ଷ୍ଟାଡିୟମରେ ହଙ୍ଗାମା

ସମାଜ ଲାଇଭ ଡ଼େସ୍କ : ମେସିଙ୍କୁ ଦେଖିବାକୁ କଲକାତା ସଲ୍ଟଲେକ ଷ୍ଟାଡିୟମରେ...

ଗୋପାଳପୁର କଲେଜରେ ସ୍ଥାପନ ହେବ ଫ୍ରାଟେରନିଟି ପାର୍କ

ବ୍ରହ୍ମପୁର/ଗୋପାଳପୁର: ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ସ୍ଥିତ ହୋଟେଲ ସି ସାଇଡ...

Related Articles

Popular Categories