www.samajalive.in
Friday, December 5, 2025
27.1 C
Bhubaneswar

ଶୁକ୍ରବାର ପାକିସ୍ତାନ ନିର୍ବାଚନ ଫଳାଫଳ, କିଏ ଗଢିବ ସରକାର ଅପରାହ୍ନ ସୁଦ୍ଧା ସ୍ପଷ୍ଟ ହେବ

ସମାଜ ଡିଜିଟାଲ ଡେସ୍କ: ଶୁକ୍ରବାର ପାକିସ୍ତାନର ନିର୍ବାଚନ ଫଳାଫଳ ପ୍ରକାଶ ପାଇବ। ଅପରାହ୍ନ ସୁଦ୍ଧା ଫଳାଫଳ ସ୍ପଷ୍ଟ ହେବ ବୋଲି ସୂଚନା ମିଳିଛି। ପାକିସ୍ତାନରେ କିଏ ଗଢିବ ସରକାର, କାହାକୁ ମିଳିବ ବହୁମତ ତାହା ଉପରେ ସମଗ୍ର ବିଶ୍ୱର ନଜର ରହିଛି। ଗୁରୁବାର ବ୍ୟାପକ ହିଂସାକାଣ୍ଡ ମଧ୍ୟରେ ମତଦାନ ଶେଷ ହୋଇଥିଲା। ଭୋଟ ଗ୍ରହଣ ସରିବା ପରେ ଆରମ୍ଭ ହୋଇଥିଲା ଗଣତି। ମିଳିଥିବା ଖବର ଅନୁସାରେ ଇମ୍ରାନ ଖାନଙ୍କ ପାର୍ଟି ପାକିସ୍ତାନ ତେହରିକ-ଇ-ଇନସାଫ୍‍ ୧୫୪ଟି ଆସନରେ ଆଗୁଆ ରହିଛି। ସେହିପରି ପାକିସ୍ତାନ ପିପୁଲ୍ସ ପାର୍ଟି ଏବଂ ପାକିସ୍ତାନ ମୁସଲିମ ଲିଗ୍‍ ନୱାଜ ପାର୍ଟି ୪୭ଟି ଆସନରେ ଆଗୁଆ ରହି କଡା ଟକ୍କର ଦେଉଛନ୍ତି।

Hot this week

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

ଏଏନଏମ୍‌ ପ୍ରଶ୍ନ ପତ୍ର ଲିକ୍‌ ପରେ ପରୀକ୍ଷା ବାତିଲ

ମାଲକାନଗିରି: ମାଲକାନଗିରି ଜିଲାରେ ଏଏନଏମ୍‌ ପରୀକ୍ଷା ପ୍ରଶ୍ନ ପତ୍ର ଲିକ୍ ହେବା...

ଡ଼ଲାର ତୁଳନାରେ ଟଙ୍କାକୁ ମିଳିଲା ସାମାନ୍ୟ ଆଶ୍ଵସ୍ତି

ସମାଜ ଲାଇଭ ଡ଼େସ୍କ : ଡ଼ଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ...

ଜବତ ଗଞ୍ଜେଇ ହେରଫେର: ଥାନା ଅଧିକାରୀ ନିଲମ୍ବିତ

ସମାଜ ଡିଜିଟାଲ ଡେସ୍କ: ଜବତ ଗଞ୍ଜେଇ ହେରଫେର କରିଥିବା ଅଭିଯୋଗରେ କାର୍ଯ୍ୟରୁ...

ବିଶ୍ୱବିଦ୍ୟାଳୟରେ ଖାଲି ପଡିଛି ଏତିକି ପଦବୀ

ଭୁବନେଶ୍ୱର: ରାଜ୍ୟରେ ବିଶ୍ୱବିଦ୍ୟାଳୟ ଗୁଡିକରେ ଖାଲି ପଡିଛି ପ୍ରଧ୍ୟାପକ ପଦବୀ ।...

Related Articles

Popular Categories